
ଜିନ୍ଦଲ ଫାଉଣ୍ଡେସନ ଅଧ୍ୟକ୍ଷା ଶାଲୁ ଜିନ୍ଦଲଙ୍କ ଜନ୍ମ ଦିବସରେ ସେବା ଦିବସ ପାଳିତ
ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାରର ସାମାଜିକ ସଂଗଠନ ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଏହାର ଅଧ୍ୟକ୍ଷା ତଥା ବିଶିଷ୍ଟ ସମାଜସେବୀ ଓ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କୁଚିପୁଡ଼ି ନୃତ୍ୟାଙ୍ଗନା ଶ୍ରୀମତୀ ଶାଲୁ ଜିନ୍ଦଲଙ୍କ ଜନ୍ମ ଦିବସକୁ ଅକ୍ଟୋବର ୨୦ ଦିନ ସେବା ଦିବସ ଭାବେ ଦେଶବ୍ୟାପୀ ପାଳନ କରାଯାଇଛି । ସାମୁଦାୟିକ ବିକାଶ ପାଇଁ ଶ୍ରୀମତୀ ଜିନ୍ଦଲଙ୍କ ପ୍ରତିଶ୍ରୁତିବଦ୍ଧତାକୁ ଆଧାର କରି ସେବା ଦିବସ ପାଳନ ଅବସରରେ ଜିନ୍ଦଲ ଫାଉଣ୍ଡେସନର ଦେଶବ୍ୟାପୀ ଥିବା ସମସ୍ତ ପ୍ରତିଷ୍ଠାନ ମାନଙ୍କ ଦ୍ବାରା ବହୁ…