ନରେନ୍ଦ୍ର ମୋଦୀଙ୍କ ୨୦୦ ଯୋଜନା ଭିତରୁ ଏହି ଯୋଜନା ସବୁଠୁ ହିଟ…

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ ୧୦ ବର୍ଷ ପୂରଣ ହୋଇଛି। ଗତ ୧୦ ବର୍ଷ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ୨୦୦ରୁ ଅଧିକ ଯୋଜନା ଆରମ୍ଭ କରିଛନ୍ତି, କିନ୍ତୁ ଆପଣ ମୋଦୀ ସରକାରଙ୍କ ଯୋଜନା ବିଷୟରେ ଜାଣିଛନ୍ତି କି ଯାହା ସବୁଠୁ ବଡ ହିଟ୍ ହୋଇଛି। ଆସନ୍ତୁ ଜାଣିବା ମୋଦୀ ସରକାରଙ୍କ କେଉଁ ଯୋଜନା ଏପର୍ଯ୍ୟନ୍ତ ସବୁଠୁ ବଡ ହିଟ୍ ହୋଇଛି। ଏହି ସମ୍ପର୍କିତ ସୂଚନା ଦେଇ ସଡ଼କ, ପରିବହନ  ମନ୍ତ୍ରୀ ହର୍ଷ…

Read More

୮୯ ବର୍ଷ ବୟସରେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମପ୍ରକାଶ ଚୌତାଲାଙ୍କ ପରଲୋକ

ଗୁରୁଗ୍ରାମ: ପରଲୋକରେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମପ୍ରକାଶ ଚୌତାଲା । ଗୁରୁଗ୍ରାମ ମେଦାନ୍ତା ହସ୍ପିଟାଲରେ ଶୁକ୍ରବାର ଦିନ ପ୍ରାୟ ୧୨ଟା ସମୟରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କର ବୟସ ୮୯ ବର୍ଷ ହୋଇଥିଲା। ପୂର୍ବରୁ ତାଙ୍କର ଶ୍ଵାସଗତ ସମସ୍ୟା ଥିଲା ଏବଂ ଗତ ତିନି-ଚାରି ବର୍ଷ ଧରି ସେ ମେଦାନ୍ତାରେ ଚିକିତ୍ସିତ ହେଉଥିଲେ। ଆଜି ହଠାତ୍ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ୧୧ଟା ୩୫ ସମୟରେ ତାଙ୍କୁ ମେଦାନ୍ତାରରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲ ପକ୍ଷରୁ ତାଙ୍କ…

Read More

କେତେ ସତ ପ୍ରତାପଙ୍କୁ ରାହୁଲଙ୍କ ଆକ୍ରମଣ, ଅଙ୍ଗେଲିଭା କଥା ରଖିଲେ ସୁଲତା

ନୂଆଦିଲ୍ଲୀ/ଭୁବନେଶ୍ୱର: ୨୦/୧୨-  ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ଵାରା ଆଘାତ ପ୍ରାପ୍ତ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ଗତକାଲି ଠାରୁ କହି ଆସିଛନ୍ତି l କେତେ ଜଣ ଏହାର ସିସିଟିଭି କ୍ୟାମେରା ଫୁଟେଜ ପାଇଁ ଦାବି କରିଛନ୍ତି l ଏ ପର୍ଯ୍ୟନ୍ତ କୌଣସି ଭିଡ଼ିଓ ରାହୁଲ ଗାନ୍ଧୀ ଏପରି କରିଥିବା ଜଣା ପଡି ନାହିଁ l ଏହା ମଧ୍ୟରେ ବର୍ତ୍ତମାନ ସମୟର ଚର୍ଚ୍ଚିତ ସାଂସଦ ସୁଲତା ଦେଓଙ୍କ ଏକ ପୋଷ୍ଟ ଘଟଣାକୁ ବୁଝିବାକୁ ଏକ ନିଛକ…

Read More

ରାହୁଲଙ୍କ ଅଜାଣତରେ ସଂସଦରେ ଆହତ ହେଲେ ନନା…

ନୂଆଦିଲ୍ଲୀ: ସଂସଦ ଆଜି ଆମ୍ବେଦକର ପ୍ରସଙ୍ଗରେ ଅଚଳ ହୋଇପଡ଼ିଛି।ସଂସଦରେ କାର୍ଯ୍ୟକାଳ ଆରମ୍ଭ ହେବା ପୁର୍ବରୁ ସଂସଦ ପରିସରରେ ବିଜେପି ଏବଂ ବିରୋଧୀ ଦଳ ମଧ୍ୟରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଉଭୟ ଦଳର ସଦସ୍ୟଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ଠେଲାପେଲାରେ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ହୋଇଛନ୍ତି। ତାଙ୍କ ମୁଣ୍ଡରେ ଆହତ ଲାଗି ରକ୍ତ ବାହାରୁଥିବାର ଭିଡିଓ ଏବେ ଚାରିଆଡେ ଚର୍ଚ୍ଚାର ବିଷୟ। ତେବେ ଗତକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ…

Read More

Jio ର ଏହି ପ୍ଲାନ ବିଷୟରେ ଜାଣିଲେ ଆପଣ ହୋଇଯିବେ ଖୁସି…

ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ ହେଉଛି ଦେଶର ସବୁଠାରୁ ଲୋକପ୍ରିୟ ଟେଲିକମ୍ କମ୍ପାନୀ। ଦେଶର କୋଟି ଉପଭୋକ୍ତା ରିଲାଏନ୍ସ ଜିଓ ସହିତ ଜଡିତ।ଏପରି ପରିସ୍ଥିତିରେ, ଅଧିକ ଉପଭୋକ୍ତାଙ୍କୁ ନିଜ ସହିତ ଯୋଡିବା ପାଇଁ, ଜିଓ ଏହାର ରିଚାର୍ଜ ଯୋଜନା ତାଲିକାରେ ନୂତନ ରିଚାର୍ଜ ପ୍ଲାନ ଯୋଡିଥାଏ, ଯାହା ଦ୍ୱାରା ଲୋକଙ୍କ ଧ୍ୟାନ ଜିଓ ପ୍ରତି ଆକର୍ଷିତ ହୋଇଥାଏ।ସମ୍ପ୍ରତି, ଜିଓ ଏହାର ୨୦୨୫ ଟଙ୍କାର ନୂତନ ଯୋଜନା ଲଞ୍ଚ କରିଥିଲା, ଯେଉଁଥିରେ ଲୋକମାନେ ୨୦୦ ଦିନର ବୈଧତା ପାଇଁ…

Read More

IND vs AUS : ବୁମରା,ଆକାଶଙ୍କ ପାଇଁ ବଂଚିଗଲା ଭାରତ, ଆସନ୍ତାକାଲି ଗାବାରେ କେମିତି ରହିବ ପାଣିପାଗ?

ଗାବାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତୃତୀୟ ଟେଷ୍ଟ ବର୍ତ୍ତମାନ ଏକ ରିମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଭାରତୀୟ ଦଳ ଏହି ମ୍ୟାଚ୍ ଜିତିବାକୁ ସକ୍ଷମ ହେବାର ବହୁତ କମ୍ ସମ୍ଭାବନା ଅଛି, କିନ୍ତୁ ବର୍ତ୍ତମାନ ଅଷ୍ଟ୍ରେଲିଆ ପାଇଁ ମଧ୍ୟ ବିଜୟ କଷ୍ଟସାଧ୍ୟ ମନେହେଉଛି | ତେବେ ମ୍ୟାଚର ଶେଷ ଦିନ ଉପରେ ଏବେ ସମସ୍ତଙ୍କ ନିଜର। ବୁଧବାର ଦିନ ଗାବାରେ ପାଣିପାଗ କେମିତି ରହିବ ତାହା ଜାଣିବା ପାଇଁ କ୍ରୀଡା ପ୍ରେମୀ ବ୍ୟାକୁଳ। କାରଣ ମ୍ୟାଚର…

Read More

Ind vs Aus : ରୋହିତ ଗମ୍ଭୀରଙ୍କ ମଧ୍ୟରେ ସମନ୍ୱୟର ଅଭାବ କହିଲେ ଏହି ଖେଳାଳି

ବ୍ରିସବେନରେ ଖେଳାଯାଉଥିବା ଗବା ଟେଷ୍ଟରେ ଭାରତୀୟ ଦଳର ସମସ୍ୟା ବଢିବାରେ ଲାଗିଛି। ଟସ୍ ଜିତିବା ପରେ ପ୍ରଥମେ ବୋଲିଂର ନିଷ୍ପତି  କ୍ୟାପଟେନ ରୋହିତ ଶର୍ମାଙ୍କ ଭୁଲ ପ୍ରମାଣିତ ହୋଇଛି । ଷ୍ଟିଭ୍ ସ୍ମିଥ୍ ଏବଂ ଟ୍ରାଭିସ୍ ହେଡଙ୍କ ଧୁଆଁଧାର ବ୍ୟାଟିଂ ଆଧାରରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪୫  ରନ୍ ସଂଗ୍ରହ କରିବାରେ ସଫଳ ହେଇଛି । ଭାରତୀୟ ବୋଲର ଜସପ୍ରୀତ ବୁମ୍ରାଙ୍କ ବ୍ୟତୀତ ଅନ୍ୟ କୌଣସି ବୋଲର ଏହି ମ୍ୟାଚରେ ପ୍ରଭାବ ପକାଇ ପାରିନାହଁନ୍ତି । ବୁମ୍ରା…

Read More

ଉସ୍ତାଦ ଜାକିର ହୁସେନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପ୍ରସିଦ୍ଧ ତବଲା ବାଦକ ଉସ୍ତାଦ୍ ଜାକିର ହୁସେନ୍‌ଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଉସ୍ତାଦ୍ ଜାକିର ହୁସେନଙ୍କୁ ଜଣେ ମହାନ ବ୍ୟକ୍ତି ଭାବରେ ସ୍ମରଣ କରାଯିବ, ଯିଏ ଭାରତୀୟ ସଂସ୍କୃତିକୁ ଏକ ନୂତନ ପରିଚୟ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ସାଂସ୍କୃତିକ ଏକତାର ସ୍ତମ୍ଭ ବୋଲି ମଧ୍ୟ କହିଛନ୍ତି। ସୋମବାର ସକାଳେ ଆମେରିକାର ସାନ ଫ୍ରାନ୍ସିସ୍କୋରେ ଜାକିର ହୁସେନଙ୍କ ଦେହାନ୍ତ ହୋଇଛି। ଆମେରିକାରେ ରହୁଥିବା 73 ବର୍ଷୀୟ ତବଲା…

Read More

ଦୋମାରାଜୁ ଗୁକେଶଙ୍କୁ ତାମିଲନାଡୁ ସରକାରଙ୍କ ୫ କୋଟିର ପୁରସ୍କାର

ଚେନ୍ନାଇ: ଚେସ ମାଷ୍ଟର ଗୁକେଶଙ୍କୁ ତାମିଲନାଡୁ ସରକାରଙ୍କ ବଡ ଭେଟି। ବିଶ୍ଵର ସର୍ବକନିଷ୍ଠ ଚେସ ଚାମ୍ପିଅନ ଆଖ୍ୟା ଅର୍ଜନ କରିଥିବା ଦୋମାରାଜୁ ଗୁକେଶଙ୍କ ପାଇଁ ୫ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ଷ୍ଟାଲିନ ସରକାର। ଗୁରୁବାର ଖେଳାଯାଇଥିବା ବିଶ୍ଵ ଚେସ ଚାମ୍ପିଅନସିପର ଅନ୍ତିମ ରାଉଣ୍ଡରେ ଗ୍ରାଣ୍ଡମାଷ୍ଟର ଗୁକେଶ ଗତବର୍ଷର ଚାମ୍ପିଅନ ଚୀନର ଡିଙ୍ଗ ଲିରେନଙ୍କୁ ପରାସ୍ତ କରି ବିଶ୍ଵ ରେକର୍ଡ ସ୍ଥାପନ କରିଛନ୍ତି। ଏହି ୧୪ ରାଉଣ୍ଡର ମୁକାବିଲାକୁ ଗୁକେଶ ୭.୫-୬.୫ ପଏଣ୍ଟ ବ୍ୟବଧାନରେ ଜିତି…

Read More

୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ : ଜେଲ୍ ଗଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ।ପୁଷ୍ପା-୨ର ସ୍କ୍ରନିଙ୍ଗ ସମୟରେ ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ନିକଟରେ ଘଟିଥିବା ଦଳାଚକଟାରେ ୩୫ ମହିଳାଙ୍କ ମୃତ୍ୟୁକୁ ନେଇ ଆଜି ହାଇଦ୍ରାବାଦ ପୁଲିସ ଦ୍ବାରା ଗିରଫ ହୋଇଛନ୍ତି  ଅଲ୍ଲୁ ଅର୍ଜୁନ। ଏହାପରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପରେ ନାମପଲ୍ଲୀ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ଘଟଣାର ଶୁଣାଣି କରି ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ…

Read More