ବଲାଙ୍ଗୀରରେ ୬୨୧ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବଲାଙ୍ଗୀର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଲାଙ୍ଗୀର ଜିଲାରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏ ନେଇ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପଗୁଡ଼ିକର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ବିସ୍ତୃତ ବିବରଣୀ ଦେଇଥିଲେ। ୬୨୧ କୋଟି ଟଙ୍କା ବ୍ୟୟରେ ମୋଟ ୨୭ଟି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ଲୋୟର ସୁକତେଲ ନିର୍ମାଣ ପାଇଁ ଆସିଥିବା ଟଙ୍କା କୁଆଡ଼େ ଗଲା ବୋଲି କହି…
