ଏୟାର ଷ୍ଟ୍ରାଇକରେ ପ୍ରାଣ ହରାଇଲା ହମାସ ମୁଖ୍ୟ ୟାହୟା ସିନୱାର
ଇସ୍ରାଏଲ ପକ୍ଷରୁ ଗାଜାରେ କରାଯାଇଥିବା ଏୟାର ଷ୍ଟ୍ରାଇକରେ ହମାସ ମୁଖ୍ୟ ୟାହୟା ସିନୱାର ନିହତ ହୋଇଥିବା କୁହାଯାଉଛି । ଇସ୍ରାଏଲ ସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏୟାର ଷ୍ଟ୍ରାଇକରେ ସିନୱାର ପ୍ରାଣ ହରାଇଥିବା ବିଭିନ୍ନ ଜାତୀୟ ଗଣମାଧ୍ୟମରେ ଦାବି କରାଯାଇଛି । ଇସ୍ରାଏଲ ସେନା ପକ୍ଷରୁ କୁହାଯାଇଛି ଯେ ଏୟାର ଷ୍ଟ୍ରାଇକରେ ଏକାଧିକ ଆତଙ୍କବାଦୀ ମଧ୍ୟ ନିହତ ହୋଇଛନ୍ତି ।ଏଥିରେ ଦେଖିବାକୁ ମିିଳିଛି ଯେ, ଆକ୍ରମଣ ହୋଇଥିବା ଏକ କ୍ଷତିଗ୍ରସ୍ତ କୋଠାରେ ସିନୱାର ସୋଫାରେ…
