ପାଣ୍ଡିଆନଙ୍କୁ ନେଇ ସିନେମା ଆଣୁଛନ୍ତି Gangs of Puri ଟିମ୍

ଭୁବନେଶ୍ୱର: ନିର୍ବାଚନ ସରିଗଲା। ବିଜେଡି ହାରିଗଲା। ବିରୋଧୀ ଦଳ ନେତା ହୋଇଗଲେ ନବୀନ ପଟ୍ଟନାୟକ। ପ୍ରତିଦିନ ଶହ ଶହ ଫଟୋ ଛାଡୁଥିବା ଭି.କେ ପାଣ୍ଡିଆନ ଅବସର ନେବା ନେଇ ମଧ୍ୟ ଘୋଷଣା କଲେ। ହେଲେ ଏହି ଘୋଷଣାକୁ ଧର୍ମକୁ ଆଖିଠାର ବୋଲି କୁହାଯାଇଛି। ନିଜକୁ ଦୂରେଇ ରଖିଥିଲେ ବି ରାଜ୍ୟ ରାଜ୍ୟନୀତିରୁ ନିଜକୁ ପ୍ରାସଙ୍ଗିକ କରି ରଖିଛନ୍ତି ପାଣ୍ଡିଆନ୍। ଏହା ତାଙ୍କ ଅନିଚ୍ଛାରେ ମାତ୍ର ପ୍ରାସଙ୍ଗିକ। ଆହୁରି ଏକ ବିଷୟ ତାଙ୍କ ବିଷୟରେ ଜାଣିବା ନେଇ ଉତ୍ସୁକତା…

Read More

ମୋଦିଙ୍କ ବନ୍ଧୁ ଅଦାନୀଙ୍କୁ ଗୋପାଳପୁର ବନ୍ଦର ଟେକିଦେଲେ ମୋହନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଗୋପାଳପୁର ବନ୍ଦରର ଇକ୍ୱିଟି ସେୟାର ଅଦାନି ଗ୍ରୁପକୁ ହସ୍ତାନ୍ତର ସମେତ ତିନୋଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଗୋପାଳପୁର ପୋର୍ଟସ୍ ଲିମିଟେଡ୍ ଅଦାନୀ ପୋର୍ଟସ୍ ଆଣ୍ଡ ସ୍ପେଶାଲ ଇକୋନୋମିକ୍ ଜୋନ୍ ଲିମିଟେଡ୍ (ଏପିଏସ୍ଇଜେଡ୍)କୁ ୯୫% ଇକ୍ୱିଟି ସେୟାର ସାରପୁରଜୀ ପାଲୋନଜୀ ପୋର୍ଟ ମେଣ୍ଟେନାନ୍ସ ପ୍ରାଇଭେଟ୍ ଲିମିଟେଡ୍ (ଏସ୍ପିପିଏମ୍ଏଲ୍)ରୁ ୫୬% ଏବଂ ଓଡ଼ିଶା…

Read More

୨୦୨୩ ଦିନିକିଆ ବିଶ୍ୱକପରେ ଭାରତ ହାରିଛି ସତ, କିନ୍ତୁ ଦେଶକୁ ମିଳିଛି କୋଟି କୋଟି ଟଙ୍କାର ଲାଭ…

ODI world cup 2023: ୨୦୨୩ ଦିନିକିଆ ବିଶ୍ବକପ ଭାରତ ମାଟିରେ ଖେଳାଯାଇଥିଲା ।   ଟିମ୍ ଇଣ୍ଡିଆ ବିଶ୍ୱକପ୍ ଫାଇନାଲରେ ଅଷ୍ଟ୍ରଲିଆ ଠାରୁ ୬ ୱିକେଟରେ ହାରିଯାଇଥିଲା । ଫାଇନାଲରେ ଭାରତକୁ ପରାସ୍ତ କରି ଅଷ୍ଟ୍ରେଲିଆ ବିଶ୍ୱକପ ଟାଇଟଲ ଜିତିଥିଲା। ଯାହାଦ୍ବାରା ୧୪୦ କୋଟି ଭାରତୀୟଙ୍କ ହୃଦୟ ଭାଙ୍ଗିଥିଲା । ଯଦିଓ ଟିମ ଇଣ୍ଡିଆ ବିଶ୍ବକପ ହାରିଛି କିନ୍ତୁ ଦିନିକିଆ ବିଶ୍ବକପରେ ଭାରତକୁ ଲାଭ ହିଁ ଲାଭ ମିଳିଛି ।ବୁଧବାର ଆଇସିସି ଦ୍ବାରା ଜାରି କରାଯାଇଥିବା ଏକ…

Read More

କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ଆସନ୍ତାକାଲି ରାୟ ପ୍ରଦାନ କରିବେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ଆସନ୍ତାକାଲି (ସେପ୍ଟେମ୍ବର ୧୩) ସୁପ୍ରିମକୋର୍ଟ ଏହାର ରାୟ ପ୍ରଦାନ କରିବେ। ଆମେ ଆପଣଙ୍କୁ କହି ରଖୁଛୁ ଯେ ସିବିଆଇ ମାମଲାରେ ଜାମିନ ଆବେଦନ ବ୍ୟତୀତ ଗିରଫଦାରୀକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ କୋର୍ଟ ମଧ୍ୟ ରାୟ ପ୍ରଦାନ କରିବେ। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜଲ ଭୁୟାନଙ୍କ ବେଞ୍ଚ ଏହି ନିଷ୍ପତ୍ତି ଦେବ। ସୂଚନାଯୋଗ୍ୟ, ଦିଲ୍ଲୀ ଲିକର୍ ପଲିସି…

Read More

ରାଜ୍ଯ କ୍ୟାବିନେଟର ୩ ବଡ଼ ନିଷ୍ପତି

ଭୁବନେଶ୍ଵର: ପୂର୍ବରୁ ସରକାରୀ ଅଧିକାରୀଙ୍କ ମୃତ୍ୟୁ ପରେ ତାଙ୍କ ସ୍ଥାନରେ ତାଙ୍କ ପୁଅ ମାନଙ୍କୁ ଚାକିରୀ ଦିଆଯାଉଥିଲା। କିନ୍ତୁ ବର୍ତ୍ତମାନ ଏହି ନିୟମରେ ପରିବର୍ତନ ଆଣିଛନ୍ତି ରାଜ୍ଯ ସରକାର। ଏବେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ଝିଅକୁ ମିଳିବ ଚାକିରି। ଗୁରୁବାର ରାଜ୍ୟ କ୍ୟାବିନେଟ ବୈଠକରେ ଏଭଳି ଏକ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ବୈଠକରେ ମୋଟ ୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।କ୍ୟାବିନେଟ ନିଷ୍ପତ୍ତି ଅନୁସାରେ, କୌଣସି ସରକାରୀ କର୍ମଚାରୀ(ବାପା/ମା’)ଙ୍କ ମୃତ୍ୟୁ ଘଟିଲେ ତାଙ୍କ…

Read More

ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କର ମୃତ୍ୟୁ ହେଲେ ମିଳିବ ୬ଲକ୍ଷ । ବିଜେଡ଼ି ସରକାର ସମୟରେ ୪ଲକ୍ଷ ଟଙ୍କା ମିଳୁଥିବା ବେଳେ ମୋହନ ସରକାର ଏହାକୁ ୬ଲକ୍ଷକୁ ବୃଦ୍ଧି କରିଛନ୍ତି। ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ସହାୟତା ବାବଦରେ ୨ଲକ୍ଷ ଟଙ୍କା ମିଳୁଥିଲା। କିନ୍ତୁ ଏବେ ଏହାକୁ ୩ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

Read More

ଓଡ଼ିଶା ଗସ୍ତରେ ଆସୁଛନ୍ତି ପିଏମ୍ ମୋଦି

ଭୁବନେଶ୍ବର:  ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୂଚନାଯୋଗ୍ୟ ସକାଳ ୧୧ଟା  ୨୫ ମିନିଟ୍ ସମୟରେ ସେ ଭୁବନେଶ୍ବର ବିମାନବନ୍ଦର ଠାରେ ପହଁଚିବେ। ସେଠାରୁ ସେ ଜନତା ମଇଦାନକୁ ଯିବେ। ସେହି ଦିନ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ। ସେହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ଟାରୁ ୧ଟା ଯାଏ ଉପସ୍ଥିତ ରହିବେ। ଜନତା ମଇଦାନରେ ସୁଭଦ୍ରା ଯୋଜନାର ହିତଧିକାରୀଙ୍କୁ ଟଙ୍କା ବଣ୍ଟନରେ ଯୋଜନା ରହିଛି। ଅପରାହ୍ଣ ୩ଟା ୨୫ ମିନିଟ…

Read More

୨୦୨୫ ସୁଦ୍ଧା ସବୁ ଗାଁକୁ ସଂଯୋଗ ହେବ ବିଦ୍ୟୁତ ; କେ.ଭି ସିଂଦେଓ

ଭୁବନେଶ୍ଵର; ବିଧାନସଭା ବଜେଟ ଅଧିବେଶନ ଶେଷ ପର୍ଯ୍ୟାୟରେ ପହଂଚିଛି। ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଧାୟକ ମାନଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ମନ୍ତ୍ରୀ। ବିଭିନ୍ନ ଗ୍ରାମରେ ବିଜୁଳି ବ୍ୟବସ୍ଥାକୁ ନେଇ ଗୃହରେ ପ୍ରଶ୍ନ ସୃଷ୍ଟି ହୋଇଥିବାବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏହାର ଉତ୍ତର ରଖିଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ବ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ। ବିଧାୟକ ବଦ୍ରି ପାତ୍ରଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ…

Read More

ରାଜ୍ୟ ପୁଲିସ୍ ପ୍ରଶାସନରେ ବଡ଼ ଧରଣର ଅଦଳବଦଳକୁ ଅପେକ୍ଷା …

ଭୁବନେଶ୍ୱର : ବିଧାନସଭା ଅଧିବେଶନ ସରିଛି। ସମସ୍ତଙ୍କ ନଜର ପୁଣି ପ୍ରଶାସନ ମୁହାଁ ହୋଇଛି। ଆଇଏଏସ୍ ଅଦଳବଦଳ ପରେ ଏବେ ରାଜ୍ୟ ପ୍ରଶାସନରେ ଆଇପିଏସ୍ ଅଦଳବଦଳ ଉପରେ ସମସ୍ତଙ୍କ ନଜର ରହିଛି। ଖୁରାନିଆ ମହୋଦୟ ଡିଜି ଦାୟିତ୍ୱ ନେବା ପରେ ପୂର୍ବ ଡିଜି ଅରୁଣ ଷଡଙ୍ଗୀ ସ୍ୱେଚ୍ଛାକୃତ ଅବସର କଥା ଚିନ୍ତା କରୁଥିବା ପୁଲିସ୍ କରିଡରରେ ଚର୍ଚ୍ଚା ହେଉଛି। ସେହିପରି ସଞ୍ଜୀବ ପଣ୍ଡାଙ୍କୁ ଦ୍ୱୈତ ନଗର କମିଶନରରୁ ଅପସାରିତ କରି ଅନ୍ୟ ଏକ ରାଜ୍ୟସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

Read More

ଦିନକୁ ୨୭ ଟଙ୍କା ଦେଇ ମା-ଭଉଣୀଙ୍କୁ ବିଜେପି ସରକାର ଭଣ୍ଡାଇଦେଲା-ରାମଚନ୍ଦ୍ର କାଡାମ

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟର ବିଜେପି ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ଏହି ଯୋଜନାକୁ ଏକ ନିଆରା ଢଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ସମାଲୋଚନା କରିଛନ୍ତି। ବ୍ୟୟମଞ୍ଜୁରୀ ବିଲ୍ ଗୃହୀତ ହେବା ପୂର୍ବରୁ ଦ୍ୱିତୀୟ ବକ୍ତା ଭାବେ ଶ୍ରୀ କାଡାମ ନିଜ ଅଭିଭାଷଣ ଆରମ୍ଭ କରିଥିଲେ। ବିଭିନ୍ନ ମୌଳିକ ପ୍ରସଙ୍ଗକୁ 12ଟି ଭାଗରେ ବିଭକ୍ତ କରି ପ୍ରଶ୍ନ କରିଥିଲେ। ଏହା ମଧ୍ୟରେ ସାମାଜିକ ନ୍ୟାୟ, ଖଣି ପରିଚାଳନା ଓ ଅନ୍ୟ…

Read More