ସାମ୍ନାକୁ ଆସିଲା ବାଲେଶ୍ବର ଟ୍ରେନ ଟ୍ରାଜେଡିର ପ୍ରାଥମିକ ରିପୋର୍ଟ
ବାଲେଶ୍ବର :ବଲେଶ୍ୱର ଟ୍ରେନ ଟ୍ରାଜେଡିକୁ ନେଇ ଉଚ୍ଚସ୍ତରୀୟ ତଦନ୍ତ କରାଯାଉଥିବା ବେଳେ ୨୪ ଘଣ୍ଟା ନ ପୁରୁଣୁ ପ୍ରାଥମିକ ରିପୋର୍ଟ ସାମ୍ନାକୁ ଆସିଛି। ମିଳିତ ତଦନ୍ତକାରୀ ଟିମ ତା’ର ପ୍ରାଥମିକ ରିପୋର୍ଟରେ ସିଗ୍ନାଲ ଫେଲ ଯୋଗୁ ଏତେ ବଡ଼ ଘଟଣା ଘଟିଥିବା କହିଛି। ରିପୋର୍ଟରେ କୁହାଯାଇଛି ଯେ ମୁଖ୍ୟ ଲାଇନ ୧୨୮୪୧ ପାଇଁ କରମଣ୍ଡଳ ଏକ୍ସପ୍ରେସକୁ ସିଗ୍ନାଲ ଦିଆଯାଇଥିଲା। ତେବେ ହଠାତ୍ ଏହାକୁ ଏହାକୁ ହଟାଇ ଦିଆଯାଇଥିଲା। କିନ୍ତୁ ସେତେବେଳକୁ ଟ୍ରେନଟି ଗୋଟିଏ ଲୁପ୍ ଲାଇନ ବା…
