ନବୀନଙ୍କ ଅଧ୍ୟକ୍ଷତାରେ ୨୦ରେ ବସିବ ବିଜେଡ଼ି ବିଧାୟକ ଦଳ ବୈଠକ…

ଶଙ୍ଖ ଭବନରେ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୦ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ। । ଆଗକୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏଥିରେ ଦଳର ଭୂମିକା କଣ ରହିବ ସେ ନେଇ ବୈଠକରେ ରଣନୀତି ପ୍ରସ୍ତୁତ କରାଯିବ ବୋଲି ସୂଚନା ମିଳିଛି। ଦରଦାମ ବୃଦ୍ଧି, ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅର ଆକ୍ରମଣ ଘଟଣା ସାଙ୍ଗକୁ ଅନେକ ପ୍ରସଙ୍ଗ ରହିଛି। ସେସବୁକୁ ନେଇ ବିଜେଡି ଶାସକ ଦଳକୁ ବିଧାନସଭାରେ ଘେରିପାରେ। ବୈଠକରେ…

Read More

ଟି -୨୦ ରେ ରୋହିତଙ୍କ ପରେ ଭାରତର ମଙ୍ଗ ସମ୍ଭାଳିବେ ପାଣ୍ଡ୍ୟା…

ଜୁଲାଇ ୨୭ରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜରେ ଭାରତ ମଙ୍ଗ ସମ୍ଭାଳିବେ ଅଲାରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା । କିନ୍ତୁ ଟି-୨୦ ବିଶ୍ୱକପର ହିରୋ ପାଣ୍ଡ୍ୟା ଶ୍ରୀଲଙ୍କା ବିପକ୍ଷ ୩ ଟିକିଆ ଦିନିକିଆ ସିରିଜରେ ନଜର ଆସିବେ ନାହିଁ। ସେ ଅଗଷ୍ଟ ମାସରେ ଖେଳାଯିବାକୁ ଥିବା ଦିନିକିଆ ସିରିଜ୍‌ରେ ବ୍ୟକ୍ତିଗତ କାରଣ ପାଇଁ ଅନୁପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ରୋହିତ ଶର୍ମା ବିଶ୍ୱକପ ଜିଟି ସାରିବା ପରେ ଆନ୍ତର୍ଜାତୀୟ ଟି -୨୦ ରୁ ଅବସର ନେଇଥିଲେ।…

Read More

ଆସୁଛି ବଡ ବର୍ଷା, ଆଗାମୀ ସପ୍ତାହରେ ଦୁଇଟି ଲଘୁଚାପ…

ସୋମବାର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି ଓ ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଅନ୍ୟପଟେ ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହା ପ୍ରଭାବରେ ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଦ୍ୱାରା ରାଜ୍ୟରେ ୨୧ ତାରିଖ…

Read More

୧୮ ତାରିଖରେ ଖୋଲିବ ଭିତର ରତ୍ନଭଣ୍ଡାର …

ରତ୍ନଭଣ୍ଡାର ଖୋଲାଯିବା ନେଇ ଆଜି ପୁଣି ତଦାରଖ କମିଟିର ଜରୁରୀ ବୈଠକ ବସିଛି । ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ପରେ ଗଣମାଧ୍ୟମକୁ ଜଷ୍ଟିସ୍‍ ରଥ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇ କହିଛନ୍ତି । ଆସନ୍ତା ଗୁରୁବାର ୧୮ ତାରିଖ ସକାଳ ୯ଟା ୫୧ ମିନିଟରୁ ୧୨ଟା ୧୫ ପର୍ଯ୍ୟନ୍ତ ଶୁଭ ମୂହୁର୍ତ୍ତରେ ଭିତର ଭଣ୍ଡାର ତାଲା ଖୋଲାଯିବ । ଚାବି ଖୋଲାଯିବା ପରେ ଭିତର ରତ୍ନଭଣ୍ଡାରରେ ଥିବା ରତ୍ନକୁ…

Read More

ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ବଡ଼ଦାଣ୍ଡରେ ଗଡିଲା ତିନି ରଥ …

ପୁରୀ : ଆଜି ତିନି ଠାକୁରଙ୍କ ବାହୁଡା ଯାତ୍ରା। ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ଵାହୁଡ଼ିବେ ଜଗନ୍ନାଥ, ବଳଭଦ୍ର ଓ ଭଉଣୀ ସୁଭଦ୍ରା । ଆରମ୍ଭ ହେଲା ରଥ ଟଣା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାବାହୁ । ଶରଧାବାଲିରୁ ବାହାରିଛି ୩ ରଥ। ଗଜପତି ମହାରାଜ ଛେରାପହଁରା କରିବା ପରେ ପ୍ରଥମେ ଗଡ଼ିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷରେ ବିଜେ କରି ଆସୁଛନ୍ତି କାଳିଆ ଠାକୁର…

Read More

ପରିବା ଦର ନିୟନ୍ତ୍ରଣ କରିବାକୁ ସବୁ ଜିଲ୍ଲାରେ ଖୋଲାଯିବ ପରିବା ମଣ୍ଡି

ଭୁବନେଶ୍ୱର : ଦରଦାମ୍‌ ନିୟନ୍ତ୍ରଣ ପାଇଁ କରାଯିବ ମଣ୍ଡି ବ୍ୟବସ୍ଥା। ଜିଲାରେ ଖୋଲିବ ପରିବା ମଣ୍ଡି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର  ଏପରି କହିଛନ୍ତି । କଟକ, ଭୁବନେଶ୍ୱର ସମେତ ସବୁ ଜିଲାରେ ଶୀଘ୍ର ଖୋଲିବ ପରିବା ମଣ୍ଡି । କୃଷକ ମଣ୍ଡିକୁ ଉତ୍ପାଦିତ ସାମଗ୍ରୀ ଆଣିବେ, ସେଇଠୁ ବିକ୍ରି ହେବ । ମଣ୍ଡି ହେଲେ ମିଡିଲ୍‌ ମ୍ୟାନଙ୍କ ପ୍ରାଦୁର୍ଭାବ କମିବ,ଦର ନିୟନ୍ତ୍ରଣରେ ରହିବ ବୋଲି ମନ୍ତ୍ରୀ କହିଛନ୍ତି। ଏନେଇ…

Read More

ଗୌରବ ଗୋଗେଇ ଲୋକସଭାରେ କଂଗ୍ରେସର ଉପ ନେତା…

ନୂଆଦିଲ୍ଳୀ: କଂଗ୍ରେସ ସାଂସଦ ଗୌରବ ଗୋଗଇଙ୍କୁ ଦଳ ତରଫରୁ ଲୋକସଭାର ଉପନେତା ଭାବେ ନିର୍ବାଚିତ କରାଯାଇଛି । ଏନେଇ ଦଳ ତରଫରୁ ଏକ ଚିଠି ଲୋକସଭାର ବାଚସ୍ପତି ଓମ୍ ବିର୍ଲାଙ୍କୁ ଲେଖାଯାଇଛି । ଏଆଇସିସି ସଂଗଠନ ମହାସଚିବ କେ.ସି ବେଣୁଗୋପାଳ ଏନେଇ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ସେ ଲେଖିଛନ୍ତି ଯେ, ସଂସଦୀୟ ଦଳ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଲୋକସଭା ଅଧ୍ୟକ୍ଷ ଓମ୍ ବିର୍ଲାଙ୍କୁ ପତ୍ର ଲେଖି ଲୋକସଭା ପାଇଁ ଉପ ନେତା ପଦ ଦେବାକୁ…

Read More

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଭେଟିଲେ ଶିଳ୍ପପତି ନବୀନ

ଭୁବନେଶ୍ୱର: ଲୋକସଭା ସାଂସଦ ତଥା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର୍ (ଜେଏସପି) ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ  ଓଡ଼ିଶାର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭାରତୀୟ ଇସ୍ପାତ ସଂଘର ଏକ ପ୍ରତିନିଧି ଦଳସାକ୍ଷାତ କରିଛନ୍ତି । ଇସ୍ପାତ ନିର୍ମାତାମାନଙ୍କୁ ନେଇ ଗଠିତ ଏହି ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ନୂଆ ସରକାରଙ୍କ ଅଧୀନରେ ଓଡ଼ିଶାର ଇସ୍ପାତ ଶିଳ୍ପର ଭବିଷ୍ୟତ ଉନ୍ନତ ହେବ ବୋଲି ଆଶା ପ୍ରକଟ କରିଥିଲେ ।…

Read More

ଓଡ଼ିଆ ଅସ୍ମିତାକୁ ଝାଡ଼ଖଣ୍ଡ ମାଡ଼: ରଘୁବରଙ୍କ ପୁତ୍ର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର: ଓଡ଼ିଶା ରାଜଭବନରେ କାର୍ଯ୍ୟରତ ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ସହଯୋଗୀ ମାନେ ମିଶି ମାଡ଼ ମାରିବା ଅଭିଯୋଗ ଘଟଣାରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ସଂପୃକ୍ତ ଏଏସ୍‌ଓଙ୍କ ପତ୍ନୀ ଓ ଏଏସଓ ସଂଘ ପ୍ରତିନିଧି ମଣ୍ଡଳୀ । ରାଜ୍ୟପାଳ ଶ୍ରୀ ଦାସଙ୍କୁ ଭେଟିବା ପରେ ସଂପୃକ୍ତ ଏଏସ୍‌ଓଙ୍କ ପତ୍ନୀଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଯେ,ରାଜ୍ୟପାଳ ଆମକୁ ଡାକିଥିଲେ। ତାଙ୍କୁ ଭେଟି ସମସ୍ତ ଘଟଣା ବିଷୟରେ ବିସ୍ତୃତ ଭାବେ ଜଣାଇଲୁ । ରାଜ୍ୟପାଳ…

Read More

ଆଜି ଭାରତ – ଜିମ୍ବାୱେ ଚତୁର୍ଥ ମ୍ୟାଚ୍, ସିରିଜ ସିଲ୍ ଲକ୍ଷ୍ୟରେ ଗିଲ୍ ବାହୀନି

ଆଜି ଭାରତ-ଜିମ୍ବାୱେ ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ଖେଳାଯିବ । ୫ଟିକିଆ ମ୍ୟାଚ ବିଶିଷ୍ଟ ଶୃଙ୍ଖଳାରେ ୨-୧ରେ ଆଗୁଆ ରହିଛି ଭାରତୀୟ ଦଳ । ଆଜିର ମ୍ୟାଚ ଜିତି ଭାରତ ସିରିଜ ବିଜୟ ଲକ୍ଷ୍ୟ ରଖିଛି । ସେପଟେ ଜିମ୍ବାୱେ ଆଜିର ମ୍ୟାଚ ଜିତି ସିରିଜ ବରାବର କରିବାକୁ ଚେଷ୍ଟା କରିବ। ଉଭୟ ଦଳ ପାଇଁ ଆଜିର ମ୍ୟାଚ ବେଶ ଗୁରୁତ୍ୱପୂର୍ଣ୍ଣ । ପ୍ରଥମ ମ୍ୟାଚରେ ଭାରତ ପରାଜିତ ହେବା ପରେ ଦ୍ୱିତୀୟ ଓ ତୃତୀୟରେ ଭଲ…

Read More