ଆଜି ହେରା ପଞ୍ଚମୀ, ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ…

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ହେରା ପଞ୍ଚମୀ ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ନବ ଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। କାଳିଆ ଠାକୁରଙ୍କୁ ଫେରାଇ ଆଣିବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ। ହେଲେ ନଅ ଦିନର ଯାତ୍ରା ନସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି କହିଥାନ୍ତି। ଏଥିରେ ରାଜି ଯାଇ ଫେରିବା ବେଳେ ମହାପ୍ରଭୁଙ୍କ ରଥ ଭାଙ୍ଗି ଦେଇଯାନ୍ତି…

Read More

କ୍ୟାବିନେଟ୍ ବୈଠକରେ ଏହି ସବୁ ନିଷ୍ପତି ଉପରେ ବାଜିଲା ମୋହର ଜାଣନ୍ତୁ…

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରି ଏଥିରେ ଗ୍ରହଣ କରାଯାଇଥିବା ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିଷୟରେ ଘୋଷଣା କରିଛନ୍ତି। ଆଜିର ବୈଠକରେ କୃଷି ଓ କୃଷକର ସର୍ବାଙ୍ଗୀନ ଉନ୍ନତି, ଶ୍ରମିକଙ୍କ ଜୀବନ ଜୀବିକାର ଉନ୍ନତି, ଓଡ଼ିଆ ଅସ୍ମିତା ର ସୁରକ୍ଷା ଓ ପ୍ରସାର, ଏବଂ ମୌଳିକ ଶିକ୍ଷାର ଗୁଣାତ୍ମକ ମାନର ବିକାଶ ପାଇଁ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସର୍ବନିମ୍ନ ମଜୁରୀ ହାରରେ ବୃଦ୍ଧି।…

Read More

ଦୁବେ, ସାମସନ ଓ ଜୟସ୍ୱାଲ ଫେରିବା ପରେ ବଦଳି ଗଲା ଟିମ୍ ଇଣ୍ଡିଆର ଚୂଡ଼ାନ୍ତ ଏକାଦଶ…

ଜିମ୍ବାୱେ ଓ ଭାରତ ମଧ୍ୟରେ ୫ମ୍ୟାଚ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ତୃତୀୟ ମ୍ୟାଚ୍ ଆଜି ଖେଳାଯିବ । ଏହା ପୂର୍ବରୁ ଖେଳାଯାଇଥିବା ୨ଟି ମ୍ୟାଚ୍‌ ମଧ୍ୟରୁ ଉଭୟ ଦଳ ଗୋଟିଏ ଲେଖାଏଁ ମ୍ୟାଚ୍‌ ଜିତି ସିରିଜ୍‌କୁ ବରାବର ସ୍ଥିତିରେ ରଖିଛନ୍ତି । ସେହିପରି ଏହି ତୃତୀୟ ମ୍ୟାଚରେ ଭାରତୀୟ ଅଧିନାୟକ ସୁଭମନ ଗିଲ ଟସ୍ ଜିତି ବ୍ୟାଟିଂର ନିଷ୍ପତି ନେଇଛନ୍ତି। ଜୟସ୍ଵାଲ , ଦୁବେ ଓ ସାମସନ ଫେରିବା ପରେ ଭାରତୀୟ ଦଳରେ ଚୂଡାନ୍ତ ଏକାଦଶରେ ପରିବର୍ତ୍ତନ…

Read More

ପୁରୀରେ ସିରିଜ ଦୁର୍ଘଟଣା ଘଟାଇଲା ଦ୍ରୁତଗାମୀ କାର୍…

ପୁରୀ ବଡଦାଣ୍ଡରେ ତିନି ଜଣ ସଫେଇ କର୍ମଚାରୀଙ୍କୁ ଧକ୍କା ଦେଲା ଦ୍ରୁତଗାମୀ କାର। ଏକ କଳା ରଙ୍ଗର କାର ଦ୍ରୁତ ବେଗରେ ଆସି ଧକ୍କା ଦେଇଥିବା ସୂଚନା ମିଳିଛି। ତେବେ ଦୁର୍ଘଟଣାରେ ୬ ଜଣ ଆହତ ହେଇଛନ୍ତି। ଏଥିରେ ୩ ଜଣ ବାଇକ ଆରୋହି ଥିବା ବେଳେ ଅନ୍ୟ ୩ ଜଣ ସଫେଇ କର୍ମଚାରୀ ରହିଛନ୍ତି। ତେବେ ୩ ଜଣ ସଫେଇ କର୍ମଚାରୀଙ୍କ ଅବସ୍ଥା ଗୁରୁତର ଥିବାରୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସଫେଇ…

Read More

ଅଷ୍ଟ୍ରିଆରେ ମୋଦିଙ୍କୁ ଭବ୍ୟ ସ୍ଵାଗତ,୪୦ ବର୍ଷ ପରେ ଭାରତ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୁଷ୍‌ ପରେ ଏବେ ଏବେ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ତେବେ ଅଷ୍ଟ୍ରିଆକୁ ଦୀର୍ଘ ୪୦ ବର୍ଷ ପରେ ଏହା ଭାରତର ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ। ସେଠାରେ ଯାଇ ମୋଦୀ ଅଷ୍ଟ୍ରିଆ ଚାନ୍‌ସେଲର୍‌ଙ୍କୁ ଭେଟିଛନ୍ତି। ମୋଦୀ ସେଠାରେ ପହଞ୍ଚିବା ପରେ କହିଛନ୍ତି ଯେ ପରବର୍ତ୍ତୀ ସମୟରେ ଭାରତ ଏବଂ ଅଷ୍ଟ୍ରିଆ ମଧ୍ୟରେ ଥିବା ବନ୍ଧୁତା ଆହୁରି ଦୃଢ଼ ହେବ। ଦୁଇ ଦିନିଆ ରୁଷ୍‌ ଗସ୍ତ ପରେ ସେ ଭିଏନା ବିମାନ ବନ୍ଦରରେ ପହଞ୍ଚିବା ପରେ…

Read More

ପହଣ୍ଡି ବେଳେ ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଆଇନମନ୍ତ୍ରୀ ..

ଭୁବନେଶ୍ବର: ପହଣ୍ଡି ବେଳେ ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କଲେ ଆଇନମନ୍ତ୍ରୀ ପୃଥିରାଜ ହରିଚନ୍ଦନ। ସେ କହିଛନ୍ତି ଏହା ଏକ ସାମାନ୍ୟ ଦୁର୍ଘଟଣା ଥିଲା , ଏହା ଲୀଳାମୟଙ୍କ ଲୀଳା । ଆହାତ ସେବାୟତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯାଇଛି । ପହଣ୍ଡି ସମୟରେ ରଥ ଉପରେ ଅଣ ସେବାୟତ ରହିଥିବା କଥାକୁ ସେ ଖଣ୍ଡନ କରିଛନ୍ତି । ସେହିପରି ଏହି ପ୍ରସଙ୍ଗରେ ମଧ୍ୟ  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା ମିଳିଛି। ସେ କହିଛନ୍ତି, ଏହା…

Read More

ଅର୍ଥପୂର୍ଣ୍ଣ ଶିକ୍ଷା – ଜ୍ଞାନ ହିଁ ମାନବିକତାର ଉନ୍ନତି କରିଥାଏ – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜଟଣୀ : ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ନାଇଜରର ଯାତ୍ରା ଅଳ୍ପ କିଛି ବର୍ଷ ତଳୁ ଆରମ୍ଭ ହୋଇଛି, କିନ୍ତୁ କମ୍ ସମୟ ମଧ୍ୟରେ ଏହା ଶିକ୍ଷା ଜଗତରେ ନିଜ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ସୃଷ୍ଟି କରିଛି । ବିଜ୍ଞାନର ଯଥାର୍ଥତା ଓ ପରମ୍ପରାର ମୂଲ୍ୟବୋଧକୁ ସମନ୍ୱିତ କରି ଏହି ଅନୁଷ୍ଠାନ…

Read More

ବିରାଟ କୋହଲିଙ୍କ ପବ୍ ବିରୁଦ୍ଧରେ ମାମଲା ରୁଜୁ କଲା ବାଙ୍ଗାଲୋର ପୋଲିସ…

ବେଙ୍ଗାଲୁରୁ ପୁଲିସ ଏମ୍‌ଜି ରୋଡ୍‌ରେ ବିରାଟ କୋହଲିଙ୍କ ନାମରେ ଥିବା  ୱାନ୍‌୮ କମ୍ୟୁନ୍‌ ପବ୍‌ ବିରୋଧରେ ଏଫ୍ଆଇଆର୍ ରୁଜୁ କରିଛି।ପବ୍ ଗୁଡିକୁ ରାତି ୧ଟା ପର୍ଯ୍ୟନ୍ତ ଖୋଲିବାର ଅନୁମତି ରହିଥିବା ବେଳେ ଏହା ୧.୩୦ ପର୍ଯ୍ୟନ୍ତ ଖୋଲି ରହିଥିଲା। ବିଳମ୍ବିତ ରାତିରେ ଉକ୍ତ ସ୍ଥାନରେ ଉଚ୍ଚ ସ୍ୱର ବଜାଯାଉଥିବା ଅଭିଯୋଗ ହେବା ପରେ ପୁଲିସର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।ଚିନ୍ନାସ୍ୱାମୀ କ୍ରିକେଟ୍ ଷ୍ଟାଡିୟମ୍ ନିକଟରେ ଅବସ୍ଥିତ ୱାନ୍‌୮ କମ୍ୟୁନ୍ ପବ୍, ନିୟମ ଉଲ୍ଲଂଘନ ପାଇଁ ବୁକ୍ ହୋଇଥିବା ପବ୍…

Read More

ରାଜ୍ୟରେ ମୁଣ୍ଡ ଟେକିଲାଣି ଡେଙ୍ଗୁ, ସଂକ୍ରମଣକୁ ନଜରରେ ରଖି ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ଜାରି…

ଭୁବନେଶ୍ୱର: ରାଜ୍ୟରେ ମୁଣ୍ଡ ଟେକିଲାଣି ଡେଙ୍ଗୁ ସଂକ୍ରମଣ। ଅନ୍ୟ ଜିଲ୍ଲା ତୁଳନାରେ ଖୋର୍ଦ୍ଧାରେ ବଢ଼ିଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ଦେଖାଇଲାଣି । ବିଗତ ୫ବର୍ଷ ଭିତରେ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ୍ ରହିଥିଲା, ତାହାକୁ କୀଟତତ୍ତ୍ବବିତଙ୍କ ଦ୍ବାରା ଅନୁଶୀଳନ କରି ମ୍ୟାପିଂ କରିବା ଓ ସର୍ବେକ୍ଷଣ ଆରମ୍ଭ କରିବା ଲାଗି ନିର୍ଦ୍ଦେଶ ଦିଇଛି ସ୍ବାସ୍ଥ୍ୟ ବିଭାଗ। ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କମିସନରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ…

Read More

୫ ବର୍ଷ ପରେ ଋଷ ଗସ୍ତ କରିଛନ୍ତି ନରେନ୍ଦ୍ର ମୋଦି, ୨୨ ତମ ଭାରତ-ଋଷ ଶିଖର ସମ୍ମିଳନୀ ରେ ଦେବେ ଯୋଗ…

ମସ୍କୋ : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦୁଇ ଦିନିଆ ଋଷ ଗସ୍ତରେ ଯାଇ ମସ୍କୋରେ ପହଞ୍ଚିଛନ୍ତି। ତାଙ୍କର ଏହି ଗସ୍ତ କାଳରେ ଭାରତ ଓ ଋଷ ଦୁଇଦେଶ ମଧ୍ୟରେ ଥିବା ସମ୍ପର୍କର ସମସ୍ତ ଦିଗ ଉପରେ ସମୀକ୍ଷା କରାଯିବ। ପ୍ରାୟ ପାଞ୍ଚବର୍ଷ ପରେ ମୋଦୀଙ୍କର ଏହା ପ୍ରଥମ ଋଷ ଗସ୍ତ ହୋଇଥିବାବେଳେ ଦୁଇପକ୍ଷ ମଧ୍ୟରେ ଆଲୋଚନା କାଳରେ ୟୁକ୍ରେନ ପ୍ରସଙ୍ଗ ଉଠିବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି  । ପ୍ରଧାନମନ୍ତ୍ରୀ ଋଷର ନୁକୋଭୋ-୨ ଆନ୍ତର୍ଜାତିକ…

Read More