ରାଜ୍ୟରେ ମୁଣ୍ଡ ଟେକିଲାଣି ଡେଙ୍ଗୁ, ସଂକ୍ରମଣକୁ ନଜରରେ ରଖି ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ଜାରି…
ଭୁବନେଶ୍ୱର: ରାଜ୍ୟରେ ମୁଣ୍ଡ ଟେକିଲାଣି ଡେଙ୍ଗୁ ସଂକ୍ରମଣ। ଅନ୍ୟ ଜିଲ୍ଲା ତୁଳନାରେ ଖୋର୍ଦ୍ଧାରେ ବଢ଼ିଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ଦେଖାଇଲାଣି । ବିଗତ ୫ବର୍ଷ ଭିତରେ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ୍ ରହିଥିଲା, ତାହାକୁ କୀଟତତ୍ତ୍ବବିତଙ୍କ ଦ୍ବାରା ଅନୁଶୀଳନ କରି ମ୍ୟାପିଂ କରିବା ଓ ସର୍ବେକ୍ଷଣ ଆରମ୍ଭ କରିବା ଲାଗି ନିର୍ଦ୍ଦେଶ ଦିଇଛି ସ୍ବାସ୍ଥ୍ୟ ବିଭାଗ। ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କମିସନରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ…
