ମାଛଚାଷ ଓ ପଶୁପାଳକଙ୍କ ପାଇଁ ହେବ ୧୦୦ ଦିନର ଖସଡ଼ା
ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ସହ MSME ବିଭାଗର ଦାୟିତ୍ବ ଗ୍ରହଣ କଲେ ସ୍ଵାଧୀନ ରାଷ୍ଟ୍ରମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସୋମବାର ଉଭୟ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ତରଫରୁ ମାନନୀୟ ମନ୍ତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । MSME ବିଭାଗର ପ୍ରମୁଖ ସଚିବ ଶାଶ୍ବତ ମିଶ୍ର ଶ୍ରୀଯୁକ୍ତ ମଲ୍ଲିକଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିବା ବେଳେ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗର ସ୍ବତନ୍ତ୍ର ସଚିବ ଗଙ୍ଗାଧର ନାୟକ ମନ୍ତ୍ରୀଙ୍କୁ ସ୍ବାଗତ…
