ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି…

ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ତୃତୀୟ ଥର ଭାବେ ପ୍ରଧାନ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମୋଦି । ଶପଥ ଗ୍ରହଣ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶପଥ ଗ୍ରହଣ ଉତ୍ସବରେ ପଡ଼ୋଶୀ ରାଷ୍ଟ୍ରର ଅତିଥି ଉପସ୍ଥିତ ରହିଛନ୍ତି । ସୂଚନା ଅନୁଯାୟୀ ଲୋକସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପାଞ୍ଚ ଦିନ ପରେ ନୂତନ…

Read More

ସରିବ ଖରା ଛୁଟି, ଖୋଲିବ ସ୍କୁଲ …

ଭୁବନେଶ୍ବର; ଆସନ୍ତା ୧୭ ତାରିଖରେ ଖୋଲିବ ସ୍କୁଲ । ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ କରାଯିବ ସମସ୍ତ ପ୍ରସ୍ତୁତି । ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପର୍ଯ୍ୟନ୍ତ ସବୁକୁ ପରିଷ୍କାର କରିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ଦ୍ଦେଶ ଅନୁଯାୟୀ, ଶ୍ରେଣୀ ଗୃହ, କ୍ୟାମ୍ପସକୁ ସଫା କରାଯିବ । ଅନାବନା ଘାସ କଟାଯିବା ସହ ପାଣି ଟାଙ୍କି ସଫା କରାଯିବ। ଶ୍ରେଣୀ ଗୃହରେ ଥିବା ସମସ୍ତ ଟେବୁଲ ଚେୟାର ସଫା କରି ପିଲାଙ୍କ…

Read More

ଏବେ ଯାଏଁ ସ୍ଥିର ହୋଇପାରୁନି ରାଜ୍ୟରେ ସରକାର ଗଠନ …

ଭୁବନେଶ୍ୱର : ଓଡ଼ିଶାରେ ବିଜେପି ବହୁମତ ପାଇ ସାରିବା ପରେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ଏନେଇ ଦଳ ଭିତରେ ଚାଲିଛି ମାନସ- ମନ୍ଥନ। ତେବେ ଏହାରି ଭିତରେ ସ୍ଥିର ହୋଇପାରୁନାହିଁ ରାଜ୍ୟରେ ନୂଆ ସରକାର ଗଠନ ।  ଜୁନ ୧୦ ନୁହେଁ ବରଂ ୧୨ରେ ହେବ ଶପଥ ଗ୍ରହଣ ଉତ୍ସବ । ଏପଟେ ଶପଥ ଗ୍ରହଣ ଉତ୍ସବ ପାଇଁ ଜନତା ମୈଦାନରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ବିଳମ୍ବ ହେଉଛି ଶପଥ ଗ୍ରହଣ…

Read More

୩୬ ଘଣ୍ଟା ପରେ ରାଜ୍ୟ ପାଇବ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ଜୁନ୍ ଦଶ ତାରିଖ ଦିନ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ସେହି ଦିନ ପୂର୍ବାହ୍ନରେ ହିଁ ବିଜେପି ବିଧାୟକ ଦଳର ନେତା ଚୟନ କରାଯିବ। ଏନେଇ ରାଜ୍ୟବାସୀଙ୍କୁ ଆହୁରି ଦୁଇଦିନ ଅପେକ୍ଷା କରିବାକୁ ପଡିବ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଏହି ପ୍ରତିକ୍ରିୟା ବିଭିନ୍ନ ମହଲରେ ଉତ୍କଣ୍ଠାକୁ ବଳବତ୍ତର ରଖିଛି। ମୁଖ୍ୟମନ୍ତ୍ରୀ କାହାକୁ କରାଯିବ , ସେନେଇ ପ୍ରାୟ ପାଞ୍ଚ ଜଣଙ୍କ ନାଁ ଉପରେ ଆଲୋଚନା କରାଯାଇଛି। ଏମାନଙ୍କ ମଧ୍ୟରେ…

Read More

ବିଜେଡ଼ି ଛାଡି ପଦ୍ମ ଧରିଲେ ପ୍ରସନ୍ନ  ପାଟ୍ଟଶାଣୀ …

ଭୁବନେଶ୍ଵର; ନିର୍ବାଚନ ହାରିବା ପରେ ବିଜେଡିକୁ ଲାଗିଛି ଆଉ ଏକ ଝଟକା । ଦଳର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର ଲୋକସଭା ଆସନର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଆଜି ଦଳ ଛାଡ଼ି ପଦ୍ମ ଧରିଛନ୍ତି   । ୨୦୨୪ ନିର୍ବାଚନରେ ବିଜେଡିର ପରାଜୟ ପରେ ବିଜେପିକୁ ନିଜର କରିଛନ୍ତି ପ୍ରସନ୍ନ।ବିଜେଡି ଟିକେଟ ନ ଦେବାରୁ ଅସନ୍ତୁଷ୍ଟ ଥିଲେ ବୋଲି ସେ କହିଛନ୍ତି।

Read More

ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି, ଜି -୨୦ ପରି ଏହି ସମାବେଶରେ ରହିବ ସୁରକ୍ଷା ବ୍ୟବସ୍ଥା…

ବିଜେପିର ବରିଷ୍ଠ ନେତା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଜୁନ ୯) ସନ୍ଧ୍ୟାରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏହି ସମାରୋହ ପାଇଁ ଦିଲ୍ଲୀ ରବିବାର ଦିନ (ଆସନ୍ତାକାଲି) ହାଇ ଆଲର୍ଟରେ ରହିବ। ପାରାମିଲିଟାରୀ କର୍ମଚାରୀ, ଏନଏସଜି କମାଣ୍ଡୋ, ଡ୍ରୋନ୍ ଏବଂ ସ୍ନାଇପରଙ୍କର ପରି ବହୁ ଉଚ୍ଚ ସ୍ତରୀୟ ସୁରକ୍ଷା ଏହି କାର୍ଯ୍ୟକ୍ରମ ପାଇଁ ରାଷ୍ଟ୍ରପତି ଭବନରେ ନି‌ୟୋଜିତ…

Read More

ଏୟାର ଇଣ୍ଡିଆ ଓ ଭିସ୍ତାରା ମିଶ୍ରଣକୁ ମିଳିଲା ଗ୍ରୀନ୍ ସିଗନାଲ୍ …

ଏୟାର ଇଣ୍ଡିଆ ସହ ଭିସ୍ତାରା ମିଶ୍ରଣକୁ ଜାତୀୟ କମ୍ପାନୀ ଆଇନ ଟ୍ରିବୁନାଲ (ଏନ୍‌ସିଏଲଟି) ଦେଇଛି ଗ୍ରୀନ ସିଗନାଲ୍। ଫଳରେ ଉଭୟ ଟାଟା ଗ୍ରୁପ୍‌ ବିମାନସେବା ସଂସ୍ଥାର ମିଶ୍ରଣ ଆଉ ଏକ ପାଦ ଆଗକୁ ଯାଇଛି। ଦୁଇ ବର୍ଷ ପୂର୍ବେ ତଥା ୨୦୨୨ ନଭେମ୍ବରରେ ପ୍ରଥମେ ଏହି ମିଶ୍ରଣ ନେଇ ଘୋଷଣା ହୋଇଥିଲା। ଭିସ୍ତାରାର ୪୯% ଅଂଶଧନ ସିଙ୍ଗାପୁର ଏୟାରଲାଇନ୍ସ ଅଧୀନରେ ଥିବା ବେଳେ ଏୟାର ଇଣ୍ଡିଆ ସହ ମିଶ୍ରଣ ପରେ ସିଙ୍ଗାପୁର ଏୟାରଲାଇନ୍ସକୁ ୨୫.୧% ଅଂଶଧନ ମିଳିବ।…

Read More

ଅନଲାଇନ୍ ଠକେଇ ରୋକିବାକୁ ଆରବିଆଇର ନୂଆ ଯୋଜନା …

ନୂଆଦିଲ୍ଲୀ: ଅନଲାଇନ ଠକେଇ ରୋକିବାକୁ ଆରବିଆଇ ଆପଣାଇବାକୁ ଯାଉଛି ନୂଆ ବ୍ୟବସ୍ଥା। ଏଥିପାଇଁ ଡିଜିଟାଲ ପେମେଣ୍ଟ ଇଣ୍ଟେଲିଜେନ୍ସ ପ୍ଲାଟଫର୍ମ ସୃଷ୍ଟି କରିବ ଆରବିଆଇ। ଅନଲାଇନ ଠକେଇ ରୋକିବା ଏବଂ ଡିଜିଟାଲ ପେମେଣ୍ଟ ଇକୋସିଷ୍ଟମକୁ ମଜବୁତ କରିବାରେ ଏହି ପ୍ଲାଟଫର୍ମ ପ୍ରଭାବଶାଳୀ ବୋଲି ପ୍ରମାଣିତ ହେବ। ଏହି ପ୍ଲାଟଫର୍ମ ପ୍ରତିଷ୍ଠା ପାଇଁ ରିଜର୍ଭ ବ୍ୟାଙ୍କ ଅଫ୍‌‌ ଇଣ୍ଡିଆ ଏକ କମିଟି ଗଠନ କରିଛି। ଯାହାକି ଏହାର ବିଭିନ୍ନ ଦିଗକୁ ବିଚାର କରିବା ପରେ କାର୍ଯ୍ୟ କରିବ। ଆଜି ଭାରତୀୟ…

Read More

୧୦ ତାରିଖ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ…

ଭୁବନେଶ୍ବର:ଗ୍ରୀଷ୍ମ ପ୍ରବାହରୁ ମିଳିବ ମୁକ୍ତି । ଓଡ଼ିଶାକୁ ଛୁଇଁବ ମୌସୁମୀ ।  ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ୨-୩ ତିନି ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏହା ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ ବିସ୍ତାରିତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ସେପଟେ ଆଗାମୀ ୪ ଦିନରେ ରାଜ୍ୟରେ ତାପମାତ୍ରା ୨ରୁ ୩…

Read More

ସୁନୀଲ ଖେଳିବେ ଆଜି ଅନ୍ତିମ ମ୍ୟାଚ୍…

କୋଲ୍‌କାତା: ସୁନୀଲ ଛେତ୍ରି ଆଜି ଖେଳିବେ ଜୀବନର ଅନ୍ତିମ ମ୍ୟାଚ୍। କୋଲ୍‌କାତାସ୍ଥିତ ସଲ୍ଟଲେକ୍‌ ଷ୍ଟାଡିୟମ୍‌ରେ ଫିଫା ବିଶ୍ବକପ୍‌ କ୍ବାଲିଫାୟର୍ସ ରାଉଣ୍ଡ-୨ର ମ୍ୟାଚ୍‌ରେ ଭାରତ କୁଏତକୁ ଭେଟିବ। ଗତ ମାସରେ ଛେତ୍ରୀ ଏହି ମ୍ୟାଚ୍‌ ପରେ ଅବସର ନେବାର ଘୋଷଣା କରିଥିଲେ। ତେଣୁ ଏହି ମ୍ୟାଚ୍‌ ଉପରେ ସମସ୍ତଙ୍କ ନଜର ରହିଛି। ବିଜୟ ସହ ଛେତ୍ରୀଙ୍କୁ ବିଜୟ ଉପହାର ସହିତ ‌ବିଦାୟୀ ସମ୍ବର୍ଦ୍ଧନା ଦେବା ଲକ୍ଷ୍ୟରେ ରହିଛି ଭାରତ। ଅନ୍ୟପକ୍ଷରେ ରାଉଣ୍ଡ-୩ରେ ଖେଳିବା ଅଶା ଉଜ୍ଜୀବିତ ଲାଗି ଦଳ…

Read More