ପ୍ରଥମ ଥର ପାଇଁ ଓଡ଼ିଶାରେ ହାରିବ ବିଜେଡ଼ି…
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଆସନରେ ଗଣତି ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ବିଜେପି ଆଗରେ, ବିଜେଡି ପଛରେ ରହିଛି। ବର୍ତ୍ତମାନ ସୁଦ୍ଧା ବିଧାନସଭା ଆସନରେବିଜେପି- ୭୯ବିଜେଡି- ୫୦କଂଗ୍ରେସ- ୧୫ଅନ୍ୟାନ୍ୟ- ୦୩ ସିଟ୍ରେ ଆଗୁଆ।
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଆସନରେ ଗଣତି ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ବିଜେପି ଆଗରେ, ବିଜେଡି ପଛରେ ରହିଛି। ବର୍ତ୍ତମାନ ସୁଦ୍ଧା ବିଧାନସଭା ଆସନରେବିଜେପି- ୭୯ବିଜେଡି- ୫୦କଂଗ୍ରେସ- ୧୫ଅନ୍ୟାନ୍ୟ- ୦୩ ସିଟ୍ରେ ଆଗୁଆ।
ଭୁବନେଶ୍ୱର : ରାତି ପାହିଲେ ଇଭିଏମ୍ ପେଡି ଖୋଲିବ। ପୋଷ୍ଟାଲ ବାଲଟରେ ଭୋଟ୍ ଗଣତି ହେବ। ଦେଶ ତଥା ଓଡ଼ିଶାର ଶାସନ ଭାର କାହାକୁ ମିଳିବ, ତାହା ସ୍ପଷ୍ଟ ହେବ। ମଙ୍ଗଳବାର ସକାଳ ୮ଟାରୁ ଭୋଟ୍ ଗଣତି ହେବ। ତେବେ ଭୋଟ୍ ଗଣତି ପୂର୍ବରୁ ଭାରତୀୟ ନିର୍ବାଚନ କମିଶନ ସାମ୍ବାଦିକ ସମ୍ମିଳନୀ କରି ମତଦାନ ସମ୍ପର୍କିତ ପରିସଂଖ୍ୟନ ସାର୍ବଜନୀନ କରିଛନ୍ତି। ଇସିଆଇଙ୍କ ପକ୍ଷରୁ କୁହାଯାଇଛି ଯେ, ଚଳିତଥର ମତଦାନରେ ଭାରତ ଐତିହାସିକ ରେକର୍ଡ ହାସଲ କରିଛି। ଭାରତରେ…
ଗୋଟିଏ ପଟେ ଟି-୨୦ବିଶ୍ବକପ ଚାଲିଥିବା ବେଳେ ଭାରତୀୟ ଦଳ ୫ ତାରିଖରେ ଆୟର୍ଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଯାଉଛି । ଏହାରି ଭିତରେ ଭାରତୀୟ କ୍ରିକେଟ୍ ପାଇଁ ଏକ ବଡ ଖବର ଆସୁଛି। ଜାଣିବାକୁ ମିଳିଛି ଯେ ଭାରତୀୟ ଦଳ ପାଇଁ କ୍ରିକେଟ୍ ଖେଳିଥିବା ଏବଂ ଆଇପିଏଲରେ ଅନେକ ଦଳର ଅଂଶ ରହିଥିବା କେଦାର ଯାଦବ ଅବସର ଘୋଷଣା କରିଛନ୍ତି। ଭାରତୀୟ କ୍ରିକେଟର କେଦାର ଯାଦବ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ ଶେଷ ଥର…
ଭୁବନେଶ୍ୱର: ପ୍ରକାଶ ପାଇଛି ୨୦୨୪ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଫଳ। ଚଳିତ ଥର ୬୫ ହଜାର ୭୪୨ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ସେଥିରୁ ୫୬ହଜାର ୪୭ଜଣ ପରୀକ୍ଷାର୍ଥୀଙ୍କୁ ରାଙ୍କ କାର୍ଡ ମିଳିଛି। www.ojee.nic.inରେ ରେଜଲ୍ଟ ଉପଲବ୍ଧ ହୋଇଛି । ବି-ଫାର୍ମାରେ ସାଗରିକା ଦାଶ ଟପ୍ପର ହୋଇଥିବା ବେଳେ ଏମ୍.ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର ହୋଇଛନ୍ତି। ଏଲ୍ଇ. ଟେକ୍(ଡିପ୍ଲୋମା)ରେ ବିଲଟୁ ମଣ୍ଡଳ ଟପ୍ପର, ଏମବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି, ସିଭିଲ୍ ଇଞ୍ଜିନିୟରିଂରେ ରବୀନ୍ଦ୍ର ସାହୁ ଟପ୍ପର…
ଭୁବନେଶ୍ୱର : ଏତେଟା କାମ ଦେବନି ସରକାରୀ ବିରୋଧି ହାଓ୍ୱା। ଗଣମାଧ୍ୟମ ଏବଂ ସୋସିଆଲ ମିଡିଆରେ ଥିବା ବିଜେଡି ବିରୋଧି ହା୍ୱା ଭୋଟରେ ରୂପାନ୍ତରିତ ହେଉ ନାହିଁ। ଏକଥା ଆମେ କହୁନାହୁଁ। ଏକଥା ଜାତୀୟ ସ୍ତରର ଗଣମାଧ୍ୟମ ଟାଇମ୍ସ ନାଓ ଏବଂ ସର୍ଭେକ୍ଷଣ ସଂସ୍ଥା ଇଟିଜି ପକ୍ଷରୁ କୁହାଯାଇଛି। ସୋମବାର ସକାଳୁ ଏନେଇ ଟାଇମ୍ସ ନାଓରେ ଖବର ପ୍ରସାରଣ କରାଯାଇଛି। ଲଗାତର ଚତୁର୍ଥ ଥର ପାଇଁ ବିଜେଡିର ବିଧାନସଭା ଆସନ ଶହେ ଛୁଇଁବ ବୋଲି ଆକଳନ କରାଯାଇଛି।…
ଭୁବନେଶ୍ୱର- ସାଧାରଣ ନିର୍ବାଚନ ନ ସୁରୁଣୁ ଜାତୀୟ ଗଣମାଧ୍ୟମ ଗୁଡ଼ିକର ବୁଥ୍ ବାହୁଡ଼ା ମତ ବିଜେଡି ଶିବିରକୁ ଚିନ୍ତାଗ୍ରସ୍ତ କରାଇଛି। ପୂର୍ବଭଳି ଚଳିତ ଥର ଲୋକସଭାରେ ବିଜେପି ଭଲ କରିବ ବୋଲି ପ୍ରାୟ ସମସ୍ତ ଗଣମାଧ୍ୟମ ଆକଳନ କରିଛନ୍ତି। ମାତ୍ର ଜାତୀୟ ଗଣମାଧ୍ୟମ ଗୁଡ଼ିକ ବିଜେଡିର ବିଧାନସଭା ଆସନ ନେଇ ଏତେଟା ଦେଖାଇ ନ ଥାନ୍ତି। ପ୍ରଥମ ଥର ପାଇଁ ଓଡ଼ିଶାର ବିଧାନସଭା ନେଇ ଏକ ଚକିତ କରିଲା ଭଳି ବୁଥ୍ ବାହୁଡ଼ା ମତ ଆସିଛି। ଇଣ୍ଡିଆ…
ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ପାଣ୍ଡିଆନ ନୁହଁନ୍ତି ବୋଲି ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେପିର ଘନଘନ ଟାର୍ଗେଟ୍ ପରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜାତୀୟ ଗଣମାଧ୍ୟମ ସଂସ୍ଥା ଏନଆଇକୁ (ANI) ସାକ୍ଷାତକାର ଦେଇ ଅନେକ କଥାର ଖୁଲାସା କରିଛନ୍ତି ନବୀନ। ନିଜର ସ୍ୱାସ୍ଥ୍ୟାବସ୍ଥା ଠିକ୍ ଥିବା କହିବା ସହ ଉତ୍ତରାଧିକାରୀ ନେଇ ଦେଇଛନ୍ତି ବଡ଼ ବୟାନ। ଭି.କେ.ପାଣ୍ଡିଆନ ତାଙ୍କ ଉତ୍ତରାଧିକାରୀ ନୁହଁନ୍ତି ବୋଲି ସେ ସ୍ପଷ୍ଟ କରିଛନ୍ତି । ମୋ ଉତ୍ତରାଧିକାରୀ…
ନ୍ୟୁୟର୍କ: ୨ ଜୁନରେ ଆରମ୍ଭ ହେବାକୁ ଯାଉଛି ଟି-୨୦ ବିଶ୍ୱକପ । ତେବେ ଜୁନ୍ ୯ ରେ ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ଉପରେ ଆତଙ୍କବାଦୀ ନଜର ରହିଛି। ନ୍ୟୁୟର୍କରେ ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଧମକ ଦେଇଛି ଆତଙ୍କୀ ସଂଗଠନ ଇସଲାମିକ୍ ଷ୍ଟେଟ୍। ଏହାପରେ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରାଯାଇଛି। ସୁରକ୍ଷା ବଢାଇବାକୁ ନ୍ୟୁୟର୍କର ରାଜ୍ୟପାଳ କ୍ୟାଥି ହୋଚୁଲ୍ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଆଇସିସି ମଧ୍ୟ କହିଛି ସୁରକ୍ଷା ହେଉଛି…
ନରେନ୍ଦ୍ର ପୁଷ୍କରିଣୀରେ ଚାପଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ବଢୁଛି ମୃତ୍ୟୁ ସଂଖ୍ୟା। ଏଯାବତ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗତକାଲି ଚିକିତ୍ସା ଅବହେଳାରୁ ଜଣେ ୧୫ବର୍ଷର ନାବାଳକଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଆଜି ସକାଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣାରେ ଅନେକ ଆହତ କଟକ ଏସସିବି ଓ ଭୁବନେଶ୍ୱରର ୩ଟି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗତକାଲି…
ଜୁନ ମାସ ଆରମ୍ଭରୁ ଡ୍ରାଇଭିଂ ଲାଇସେନ୍ସ ପାଇଁ ନୂଆ ନିୟମ ଲାଗୁ ହେବ। ଡ୍ରାଇଭିଂ ଲାଇସେନ୍ସ ପାଇବା ଲାଗି ଲୋକମାନେ ସରକାରଙ୍କ ଦ୍ବାରା ପରିଚାଳିତ ଆଞ୍ଚଳିକ ପରିବହନ କେନ୍ଦ୍ର (ଆର୍ଟିଓ) ବଦଳରେ ଘରୋଇ ଡ୍ରାଇଭିଂ ତାଲିମ କେନ୍ଦ୍ରରେ ଗାଡ଼ି ଚଲାଇବା ପରୀକ୍ଷା ଦେଇପାରିବେ। ଘରୋଇ କେନ୍ଦ୍ରଗୁଡ଼ିକୁ ସେଥିପାଇଁ ଅନୁମତି ପ୍ରଦାନ କରାଯାଇଛି। ଘରୋଇ ଡ୍ରାଇଭିଂ ସ୍କୁଲ୍ ଖୋଲିବା ପାଇଁ ଅତିକମ୍ରେ ୧ ଏକର ଜମି ଏବଂ ଚାରି ଚକିଆ ଯାନ ପାଇଁ ୨ ଏକର ଜମି ଥିବା…