ଇଣ୍ତିଆ ମେଣ୍ଟ ଓ ଏନଡିଏ ମଧ୍ୟରେ ଚାଲିଛି ମାଇଣ୍ଡ ଗେମ୍ …
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ୫ଟି ପର୍ଯ୍ୟାୟରେ ମତଦାନ ଶେଷ ହୋଇଛି। ଆଉ ୨ଟି ପର୍ଯ୍ୟାୟ ବାକି ଅଛି ଏବଂ ଜୁନ୍ ୧ରେ ଭୋଟ୍ ଗ୍ରହଣ ପ୍ରକ୍ରିୟା ଶେଷ ହୋଇଯିବ। ଏବେ ଷଷ୍ଠ ପର୍ଯ୍ୟାୟ ପୂର୍ବରୁ ଏନ୍ଡିଏ ଓ ଇଣ୍ଡିଆ ମେଣ୍ଟ ମଧ୍ୟରେ ମାନସିକ ଲଢ଼େଇ ଆରମ୍ଭ ହୋଇଯାଇଛି। କର୍ମୀମାନଙ୍କ ମନୋବଳ ବଢ଼ାଇବାକୁ ଉଭୟ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତି ସାରିଥିବା ନେଇ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଙ୍ଗଳବାର…
