ଭରସାଯୋଗ୍ୟ ବିଜୁଳି ଯୋଗାଣ ପାଇଁ ଟିପିଏସ୍ଓଡିଏଲ୍ ପକ୍ଷରୁ ଭ୍ରାମ୍ୟମାଣ ସବଷ୍ଟେସନ ମୂତୟନ
ବ୍ରହ୍ମପୁର: ଗ୍ରାହକମାନଙ୍କ ପାଇଁ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣକୁ ନିଶ୍ଚିତ କରିବା ଲାଗି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଏହାର ସମସ୍ତ ସର୍କଲରେ ଏବେ ଭ୍ରାମ୍ୟମାଣ ସବଷ୍ଟେସନ ମୂତୟନ କରାଯାଇଛି । ଏହା ଫଳରେ ବିଭ୍ରାଟ ସମୟରେ ବିଜୁଳି ଯୋଗାଣ ସୁଗମ ହେବ। ଛଅଟି ସର୍କଲ୍ ଯଥା ବ୍ରହ୍ମପୁର ସର୍କଲ୍, ସିଟି ସର୍କଲ, ରାୟଗଡ଼ା ସର୍କଲ, ଜୟପୁର ସର୍କଲ୍, ଆସ୍କା ସର୍କଲ୍ ଓ ଭଞ୍ଜନଗର ସର୍କଲରେ ୧୧/୦.୪ କେଭିର ଗୋଟିଏ ଲେଖାଏଁ ଭ୍ରାମ୍ୟମାଣ ସବଷ୍ଟେସନ…
