ବିଦ୍ୟାଳୟ ପରେ ସକାଳୁଆ ଖୋଲିବ ଅଙ୍ଗନୱାଡି କେନ୍ଦ୍ର …
ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟସମୟକୁ ସକାଳ ୭ଟା ରୁ ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆର୍ଏସ୍ ପ୍ୟାକେଟ…
