ବିଶ୍ବ ମୂଲ୍ୟ ଶୃଙ୍ଖଳା ସହ ସମନ୍ୱିତ ହେବା ସହିତ ମୂଲ୍ୟ ଯୋଗକୁ ପ୍ରାଥମିକତା ଦେବା ଆବଶ୍ୟକ: ଫିକି ସଭାପତି ଶୁଭ୍ରକାନ୍ତ ପଣ୍ଡା

ଫିକି ଅଧ୍ୟକ୍ଷ ତଥା ଇମ୍ଫାର ପରିଚାଳନା ନିର୍ଦେଶକ ଶୁଭ୍ରକାନ୍ତ ପଣ୍ଡା ଜେନେଭାଠାରେ ଆୟୋଜିତ ଇଣ୍ଟର ନ୍ୟାସନାଲ ଚାମ୍ବର ଅଫ କମର୍ସର ତ୍ରୟୋଦଶ ୱାର୍ଲଡ ଚାମ୍ବର କଂଗ୍ରେସରେ ଅଂଶ ଗ୍ରହଣ କରି ନିଜ ବକ୍ତବ୍ୟ ରଖିଥିଲେ l ‘ଅଭିବୃଦ୍ଧିର ଲକ୍ଷ୍ୟ: କଞ୍ଚାମାଲ ଏବଂ ଅନ୍ତର୍ଭୂକ୍ତି ଆନ୍ତର୍ଜାତୀୟ ବାଣିଜ୍ୟ’ ଉପରେ ଏକ ଅଧିବେଶନରେ ଶ୍ରୀ ପଣ୍ଡା ଆର୍ଥିକ ଅଭିବୃଦ୍ଧି ତଥା ସମୃଦ୍ଧତା ନିମନ୍ତେ ଆନ୍ତର୍ଜାତୀୟ ବାଣିଜ୍ୟର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ, “ପ୍ରାକୃତିକ ସମ୍ପଦ…

Read More

କେନ୍ଦୁପତ୍ର ହିତାଧିକାରୀ ତୃତୀୟ ପର୍ଯ୍ୟାୟରେ ପାଇବେ ୫୬ କୋଟି ଟଙ୍କାର ପ୍ରୋତ୍ସାହନ ; ଉପକୃତ ହେବେ ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ

ଭୁବନେଶ୍ବର ; ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତହେବେ । ଏହି ବୋନସ୍‌ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ ।୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍‌…

Read More

ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା, ପୁଣି ତଦନ୍ତର ସାମନା କରିବେ ହକି ତାରକା ବୀରେନ୍ଦ୍ର ଲାକ୍ରା

କଟକ : ବହୁ ଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କ ଅଡ଼ୁଆ ବଢିବାରେ ଲାଗିଛି।  ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ ଏଣିକି କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ହାଇକୋର୍ଟ ନିକଟରେ ଏନେଇ ରାୟ ଦେଇଛନ୍ତି। ସେହିପରି ରାଜ୍ୟ ପୁଲିସ୍ ପ୍ରଶାସନରେ ଥିବା  ଜଣେ ଡିଆଇଜି ପାହ୍ୟାର ପାହ୍ୟାର ଅଧିକାରୀ ଏହି ଘଟଣାର ତଦନ୍ତ କରିବ କୋର୍ଟ ସ୍ପଷ୍ଟ ଭାବେ ନିର୍ଦ୍ଦେଶ ଦେଇଛନ୍ତି। ସବୁ ଦିଗରୁ ତଦନ୍ତ କରିବା ପରେ…

Read More

ରାହୁଲଙ୍କୁ ନିରାଶ କଲେ ଗୁଜୁରାଟ ହାଇକୋର୍ଟ

ଅହମ୍ମଦାବାଦ: ମାନହାନୀ କେସ୍‌ରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲଦଣ୍ଡ ପାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଆଉ ଏକ ଝଟକା। ସେ ଦଣ୍ଡାଦେଶ ଉପରେ ଅନ୍ତରୀଣ ରୋକ ଲଗାଇବାକୁ ଦାବି କରି ଗୁଜରାଟ ହାଇକୋର୍ଟରେ ଆବେଦନ କରିଥିଲେ। କିନ୍ତୁ ହାଇକୋର୍ଟ ଦଣ୍ଡାଦେଶ ଉପରେ କୌଣସି ପ୍ରକାରର ରୋକ ଲଗାଇ ନାହାନ୍ତି। କୋର୍ଟ ଗ୍ ଜୁନ ୪ ପରେ ତାଙ୍କ ଆବେଦନ ଉପରେ ରାୟ ଦେବେ ବୋଲି ଆଜି କହିଛନ୍ତି। ମୋଦି ସାଙ୍ଗିଆ ବୟାନ ପାଇଁ…

Read More

ବଡ଼ କାର କିଣିବାକୁ ପସନ୍ଦ କରୁଛନ୍ତି ଭାରତୀୟ,ଛୋଟ ଗାଡ଼ିର ବିକ୍ରି କମୁଛି

ମୁମ୍ବାଇ : ଭାରତୀୟମାନେ ବଡ କାର୍‌ କିଣିବାକୁ ପସନ୍ଦ କରୁଛନ୍ତି। ଆଗ ଅପେକ୍ଷା ଛୋଟ କାର ବିକ୍ରି ଅପେକ୍ଷା ବଡ଼ କାର ବିକ୍ରିରେ ବ୍ୟାପକ ଅଭିବୃଦ୍ଧି ଘଟିଛି। ବଡ କାରରେ ଥିବା ସୁବିଧାସୁଯୋଗ ଓ ନିରାପତ୍ତାକୁ ଗ୍ରାହକ ବିଶେଷ ଧ୍ୟାନ ଦେଉଛନ୍ତି। ପ୍ରାୟ ସାଢ଼େ ସାତ ଲକ୍ଷ ଟଙ୍କାରୁ ୨୫ ଲକ୍ଷ ଟଙ୍କା ମୂଲ୍ୟର କାର ବିକ୍ରି ହେଉଛି। ଦେଶର ବିକ୍ରି ହେଉଥିବା ମୋଟ କାର ବିକ୍ରି ୬୭ ପ୍ରତିଶତ କେବଳ ୭.୫ରୁ ୨୫ଲକ୍ଷ ମୂଲ୍ୟ କାର…

Read More

ବାହାନଗା ଟ୍ରେନ୍‌ ଦୁର୍ଘଟଣା:ଦ୍ବିତୀୟ ଦିନରେ ରେଳ ଅଧିକାରିଙ୍କ ମୋବାଇଲ ଜବତ କଲା ସିବିଆଇ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାର କାରଣ ଜାଣିବା ପାଇଁ  ସିବିଆଇ ଘଟଣାର ତଦନ୍ତ କରୁଛି।ଆଜି ଏହି ତଦନ୍ତର ଦ୍ୱିତୀୟ ଦିନରେ  ସିବିଆଇର ୧୦ ଜଣିଆ ଟିମ୍ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଟେକ୍ନିକାଲ ଏବଂ ଫରୋନ୍‌ସିକ୍‌ ଟିମ୍‌ ତୃତୀୟ ଥର ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି।ଏହି ଟିମ୍‌ ଘଟଣାସ୍ଥଳରେ ଦୀର୍ଘ ୪୫ ମିନିଟ୍‌ ତଦନ୍ତ କରିବା ପରେ ରେଳ ଅଧିକାରୀଙ୍କ ମୋବାଇଲ ସିବିଆଇ ହାତରେ ଲାଗି ଥିବା  ସୂଚନା ରହିଛି। କଲ୍ ରେକର୍ଡ, ହ୍ୱାଟସଆପ କଲ୍ ଓ…

Read More

ପିିସିସିର ଆୟୋଜନ ଦେଖି ରାହୁଲ ଗାନ୍ଧୀ ରାଗିଥିଲେ…ପାଲଟା ଜବାବ୍ ଦେଲେ ପଟ୍ଟନାୟକ ଗୋଷ୍ଠୀ…କହିବେନି ସାମାଜିକ ନ୍ୟାୟ କଥା..

ଭୁବନେଶ୍ୱର :  ଓଡ଼ିଶାରେ ହୋଇଥିବା ଭାରତ ଯୋଡ଼ ନ୍ୟାୟ ଯାତ୍ରା ପ୍ରସ୍ତୁତି ଓ କାର୍ଯ୍ୟକ୍ରମକୁ ନେଇ ରାହୁଲ ଗାନ୍ଧୀ ଖପ୍ପା ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ସିଏସ୍ ରାଜନ ଏକ୍କାଙ୍କ ସଭାକୁ ଛାଡିଦେଲେ, ଅନ୍ୟ ସବୁ ସଭାରେ ଲୋକଙ୍କ ଉପସ୍ଥିତି ଓ ବ୍ୟବସ୍ଥାକୁ ନେଇ ରାହୁଲ ଖପ୍ପା ହୋଇଛନ୍ତି। ବିଶେଷ କରି ବୀରମିତ୍ରପୁର, ଝାରସୁଗୁଡ଼ା ଲୋକଙ୍କ ଉପସ୍ଥିତି ଆଶାନୁରୂପ ନ ଥିଲା। ସାମଗ୍ରିକ ଭାବେ ଭାରତ ଯୋଡ଼ ଯାତ୍ରାକୁ ନେଇ ରାହୁଲ ଗାନ୍ଧୀ ଓଡ଼ିଶା ପିସିସି ପ୍ରଭାରୀ…

Read More

ଇଣ୍ଡିଆନ ଷ୍ଟିଲ ଆସୋସିଏସନର ସଭାପତି ଭାବରେ ନବୀନ ଜିନ୍ଦଲଙ୍କ ଦାୟିତ୍ବ ଗ୍ରହଣ

ନୂଆଦିଲ୍ଲୀ/ଭୁବନେଶ୍ୱର ମାର୍ଚ୍ଚ ୨୩: ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାରର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ସର୍ବସମ୍ମତିକ୍ରମେ `ଇଣ୍ଡିଆନ୍ ଷ୍ଟିଲ୍ ଆସୋସିଏସନ୍ (ଆଇଏସ୍ଏ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ୨୦୨୪ ମାର୍ଚ୍ଚ ୨୧ରେ ଏଏମ୍ଏନ୍ଏସ୍ ଇଣ୍ଡିଆର ସିଇଓ ତଥା ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ଶ୍ରୀ ଦିଲ୍ଲୀପ ଓମେନଙ୍କ ଠାରୁ ଶ୍ରୀ ଜିନ୍ଦଲ ଆଇଏସ୍ଏର ସଭାପତି ଦାୟିତ୍ବ ଗ୍ରହଣ କରିଛନ୍ତି। ଆଇଏସ୍ଏର ପୂର୍ବତନ ସଭାପତିମାନଙ୍କ ମଧ୍ୟରେ ଜେଏସଡବ୍ଲ୍ୟୁ ଷ୍ଟିଲ୍ ର ସିଏମଡି ଶ୍ରୀ ସଜ୍ଜନ ଜିନ୍ଦଲ ଏବଂ…

Read More

କାହିଁକି ଲୋଡା ପଡିଲେ ସଞ୍ଜୟ, କେଉଁ ତିନି ଅଫିସର ସଞ୍ଜୟଙ୍କ ସପକ୍ଷରେ ବାଢିଥିଲେ ଯୁକ୍ତି….

ଭୁବନେଶ୍ୱର : ଦୀର୍ଘଦିନର ବ୍ୟବଧାନ ପରେ ବିଜେଡି ରାଜନୀତିରେ ନୂଆ ସମୀକରଣ ଦେଖିବାକୁ ମିଳିଛି। ତୃତୀୟ ମହଲା ବରିଷ୍ଠ ବିଜେଡ଼ି ନେତା ସଞ୍ଜୟ ଦାସବର୍ମାଙ୍କୁ ସାଙ୍ଗଠନିକ ଦାୟିତ୍ୱ ପ୍ରଦାନ କରିଛି। ଏହା କୌଣସି ବଡ଼ ଦାୟିତ୍ୱ ନ ହେଲେ ବି ସାମ୍ପ୍ରତିକ ସ୍ଥିତିରେ ଯଥେଷ୍ଟ ରାଜନୈତିକ ଗୁରୁତ୍ୱ ମନେ କରୁଛି। ବିଜେପି ସଭାପତି ମନମୋହନ ସାମଲ ଏବଂ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ସକ୍ରିୟ ଥିବା ଭଦ୍ରକ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ସଞ୍ଜୟଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି।…

Read More

ଉଜ୍ଜ୍ୱଳ ଭାରତ ଦାବିକୁ ଭିତ୍ତିହୀନ କହିଲେ ସୁବ୍ରମଣ୍ୟମ ସ୍ୱାମୀ

ନୂଆଦିଲ୍ଲୀ : ଭାରତ ବେଶ ଉଜ୍ଜ୍ୱଳ ଓ ଚମକୁଛି ବୋଲି ଯାହା କୁହାଯାଉଛି ତାହା ସବୁ ଭିତ୍ତିହୀନ ବୋଲି କହିଛନ୍ତି  ବିଜେପି ସାଂସଦ ସୁବ୍ରମଣ୍ୟମ ସ୍ୱାମୀ ।  ଏହା କହିବା ସହ ସରକାରଙ୍କୁ ସମାଲୋଚନା ମଧ୍ୟ କରିଛନ୍ତି। ସ୍ବାମୀ କହିଛନ୍ତି ଯେ ମୁଁ ଭାରତୀୟ ଅର୍ଥନୀତିର ପରିସଂଖ୍ୟାନକୁ ଭଲଭାବେ ଅନୁଶୀଳନ କରିଛି। ଭାରତ ଚମକୁଛି ବୋଲି ଯାହା କୁହାଯାଉଛି ତାହା ଭିତ୍ତିହୀନ। ଯଦି କରୋନା ଜନିତ ସୁଧାରକୁ ବାଦ ଦିଆଯିବ ତେବେ ଦେଶର ଜିଡିପି ଅଭିବୃଦ୍ଧି ୪…

Read More