ପୁରୀରେ ହେବ ବିହାର ଭବନ

ଭୁବନେଶ୍ୱର : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ କହିଥିଲେ ଯେ ପୁରୀରେ ବିହାର ଭବନ ପାଇଁ ଓଡିଶା ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି ମାଗଣାରେ ଯୋଗାଇଦେବେ । ଜଗନ୍ନାଥ ଧାମ ପୁରୀକୁ ବିହାରରୁ ଆସୁଥିବା ଶ୍ରଧାଳୁ ମାନଙ୍କ  ରହଣି ସୁବିଧା ପାଇଁ ବିହାର ସରକାର ବିହାର ଭବନ ନିର୍ମାଣ ପାଇଁ ଇଚ୍ଛା ପ୍ରକାଶ…

Read More

ଚାମ୍ପିଅନ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଭାରତ? ଜାଣନ୍ତୁ…

୨୦୨୫  ଫେବ୍ରୁଆରି – ମାର୍ଚ୍ଚରେ ଅନୁଷ୍ଠିତ ହେବାକୁ ଥିବା ଆଇସିସି ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ କ୍ରିକେଟ୍‌ ଦଳ ପାକିସ୍ତାନ ଗସ୍ତ କରିପାରେ ବୋଲି ଜଣାପଡ଼ିଛି। କିନ୍ତୁ ବିନା ସରକାରୀ ଅନୁମତିରେ ଭାରତ ପାକିସ୍ତାନକୁ ଖେଳିବା ପାଇଁ ଯାଇପାରିବନି ବୋଲି ବିସିସିଆଇ ଉପସଭାପତି ରାଜୀବ ଶୁକ୍ଳା କହିଛନ୍ତି। ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଭାରତୀୟ ଦଳ ପାକିସ୍ତାନ ଯିବ ନାହିଁ ବୋଲି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି। ୨୦୦୮ ଏସିଆ‌ କପ୍‌ ପରଠୁ ପାକିସ୍ତାନରେ ଭାରତ କୌଣସି କ୍ରିକେଟ୍‌…

Read More

ଗୁପ୍ତେଶ୍ବର ପୀଠର ହେବ ସର୍ବାଙ୍ଗୀନ ଉନ୍ନତି ; ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବ । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଫ୍ରେବୃୟାରୀ ୩ ତାରିଖ ଦିନ କୋରାପୁଟ ଗସ୍ତ କରି ଗୁପ୍ତେଶ୍ୱର…

Read More

ଭୋଟ ଜିତିବା ପାଇଁ କିଛି ବି କରିପାରେ ବିଜେପି, କାହିଁକି ଏମିତି କହିଲେ ଦଳର ନେତା

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ଜିତିବା ପାଇଁ ବିଜେପି କିଛି ବି କରିପାରେ। ଗତ ସାଧାରଣ ନିର୍ବାଚନ ପୂର୍ବରୁ ଯେପରି ପୁଲଓ୍ୱାମା ଆକ୍ରମଣ କରାଯାଇଥିଲା। ଠିକ୍ ସେହିପରି ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଏମିତି କିଛି କରାଯାଇପାରେ। ଏମିତି କି ନବ ନିର୍ମାଣ ରାମ ମନ୍ଦିର ଉପରେ ଆକ୍ରମଣ କରାଯାଇ ସାମ୍ପ୍ରଦାୟିକ ବିଭେଦ ସୃଷ୍ଟି କରାଯାଇପାରେ। ଏକଥା କହିଛନ୍ତି ଜମ୍ମୁ ଓ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ। ଗୋଟିଏ ୟୁଟ୍ୟୁବ୍ ଚ୍ୟାନେଲକୁ ସାକ୍ଷାତକାର ଦେଇ ଶ୍ରୀ…

Read More

ଅର୍ଥପୂର୍ଣ୍ଣ ଶିକ୍ଷା – ଜ୍ଞାନ ହିଁ ମାନବିକତାର ଉନ୍ନତି କରିଥାଏ – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜଟଣୀ : ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ନାଇଜରର ଯାତ୍ରା ଅଳ୍ପ କିଛି ବର୍ଷ ତଳୁ ଆରମ୍ଭ ହୋଇଛି, କିନ୍ତୁ କମ୍ ସମୟ ମଧ୍ୟରେ ଏହା ଶିକ୍ଷା ଜଗତରେ ନିଜ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ସୃଷ୍ଟି କରିଛି । ବିଜ୍ଞାନର ଯଥାର୍ଥତା ଓ ପରମ୍ପରାର ମୂଲ୍ୟବୋଧକୁ ସମନ୍ୱିତ କରି ଏହି ଅନୁଷ୍ଠାନ…

Read More

ଆସନ୍ତାକାଲି ଡବଲ୍ୟୁଟିସି ଫାଇନାଲ; ଭାରତକୁ ଚିନ୍ତା ଦେଇପାରେ ମିଡିଲ ଅର୍ଡର

ଲଣ୍ଡନ:ଆସନ୍ତାକାଲି ଇଂଲଣ୍ଡର ଓଭାଲରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ବ ଟେଷ୍ଚ ଚମ୍ପିଆନ ସିପର ପାଇନାଲ ଖେଳାଯିବ ।ଯାହା ପାଇଁ ଦୁଇ ଦଳ କଠିନ ଅଭ୍ୟାସ କରୁଥିବାର ଦେଖା ଦେଇଛନ୍ତି । ଆସନ୍ତାକାଲିର ଏହି ମ୍ୟାଚରେ ଦୁଇ ଦଳର ମିଡିଲ ଅର୍ଡର ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି । ଯଦି ଟିମ୍ ଇଣ୍ଡିଆର ମିଡିଲ ଅର୍ଡର ଉପରେ ନଜର ପକାଇବା ତେବେ ବିରାଟ କୋହଲି , ଚିତେଶ୍ବର ପୂଜାରା ଏବଂ ଦଳକୁ ଫେରିଥିବା ଅଜିଙ୍କ୍ୟା ରାହାଣେଙ୍କ…

Read More

ଭାରତର ଅଭିବୃଦ୍ଧି ଯୋଜନା ପାଇଁ ନ୍ୟୁ-ଏଜ୍ ଏନର୍ଜି ମିନେରାଲ୍ସ ଗୁରୁତ୍ବପୂର୍ଣ୍ଣ ; ଶୁଭ୍ରକାନ୍ତ ପଣ୍ଡା

ଭୁବନେଶ୍ବର : ଭାରତର  ଆର୍ଥିକ ବିକାଶ ଏବଂ ଚିରସ୍ଥାୟୀ ଭବିଷ୍ୟତ ଗଠନ ପାଇଁ ନ୍ୟୁ-ଏଜ୍ ଏନର୍ଜି ମିନେରାଲ ଗୁରୁତ୍ବପୂର୍ଣ୍ଣ । ଫିକି ଦ୍ବାରା ଆୟୋଜିତ ‘ନ୍ୟୁ-ଏଜ୍ ଏନର୍ଜି  ମିନେରାଲ୍ସ ,”ଶାର୍ଷକ ଏକ ରିପୋର୍ଟର ଉନ୍ମୋଚନ କାର୍ଯ୍ୟକ୍ରମରେ ଫିକି ଇମ୍ଡିଆର ସଭାପତି ତଥା ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା ଏହା କହିଛନ୍ତୁ । ଭରତ ଏହାର ଖଣି ଜ୍ଞାନ କୌଶଳ ଏବଂ ଉତ୍ତୋଳନ କରିବା ଆବଶ୍ୟକ ବୋଲି ସେ ମତ ପ୍ରକାଶ କରିଛନ୍ତି। ଭାରତ ସରକାରଙ୍କ ଖଣି…

Read More

କାହା ପାଖରେ କିପରି ରହିଛି, ପ୍ଲେ -ଅଫ ସୁଯୋଗ… ଜାଣନ୍ତୁ..

ନୂଆଦିଲ୍ଲୀ : ଆଇପିଏଲ୍‌ର ଷୋଡ଼ଶ ସଂସ୍କରଣ ଏବେ ରୋଚକ ସ୍ଥିତିରେ ରହିଛି l ଏ ପର୍ଯ୍ୟନ୍ତ ମାତ୍ର ଗୋଟିଏ ଦଳ ପ୍ଲେ ଅଫ୍‌ ଖେଳିବା ନିଶ୍ଚିତ ହୋଇଛି। ଗତ ଥରର ବିଜେତା ଗୁଜରାଟ ଟାଇଟନ୍ସ ଏହି ସୌଭାଗ୍ୟ ଲାଭ କରିଛି l ଅପରପକ୍ଷରେ ଦୁଇଟି ଦଳ ଆନୁଷ୍ଠାନିକ ଭାବେ ପ୍ଲେ ଅଫ୍‌ ଦୌଡ଼ରୁ ବାଦ୍‌ ପଡ଼ିଛନ୍ତି। ଏହି ଦୁଇ ଦଳ ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ପୂର୍ବ ବିଜେତା ସନ୍‌ରାଇଜର୍ସ ହାଇଦ୍ରାବାଦ। ତେଣୁ ଅବଶିଷ୍ଟ ୩ ପ୍ଲେ…

Read More

ପୁଣି ଓଡ଼ିଶାରେ ପ୍ରଚାର କରିବାକୁ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି ଓ  ମଲ୍ଲିକାର୍ଜୁନ ଖଡଗେ …

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି ଓ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ।ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି ।  ଆସନ୍ତା ୨୬, ୨୭ ଓ ୨୮ରେ ୩ ଦିନ ଧରି ନିର୍ବାଚନୀ ପ୍ରଚାର କରିବେ। । ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ସ୍ଥାନରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଗତ ୧୫ ତାରିଖ ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ସଭାପତି ତଥା ଷ୍ଟାର୍‌ ପ୍ରଚାରକ ରାହୁଲ ଗାନ୍ଧୀ ବଲାଙ୍ଗୀର ଗସ୍ତ କରି…

Read More

ଚକମା ଦେଇପାରେ ବିଜେପି ପ୍ରଭାବିତ ନିର୍ବାଚନ କମିସନ, ଏଭଳି ପରିସ୍ଥିତିରେ ଲଢିବାକୁ ପ୍ରସ୍ତୁତି ଆରମ୍ଭ କରୁଛି ବିଜେଡି

ଭୁବନେଶ୍ୱର :   ନିକଟରେ ପାଞ୍ଚଟି ରାଜ୍ୟର ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି। ତନ୍ମଧ୍ୟରୁ ଚାରୋଟି ରାଜ୍ୟରେ ଗୋଟିଏ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେଉଛି। ବହୁଳ ଭାବେ ନକ୍ସଲ ପ୍ରଭାବିତ ଛତିଶଗଡ଼ରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ହେଉଛି। ଓଡ଼ିଶାରେ ଦୀର୍ଘବର୍ଷ ଧରି ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ ହୋଇନାହିଁ। ଏମିତି ବି ନକ୍ସଲ ମୁକାବିଲାରେ ରାଜ୍ୟ ଆଗୁଆ ବୋଲି କେନ୍ଦ୍ର ସରକାର ଏବଂ ଖୋଦ୍ ଗୃହ ମନ୍ତ୍ରୀ ସାର୍ଟିଫିକେଟ ଦେଇ ଯାଇଛନ୍ତି। ତେଣୁ ଓଡ଼ିଶାରେ ଗୋଟିଏ ପର୍ଯ୍ୟାୟରେ…

Read More