ଆସନ୍ତାକାଲିଠୁ ଶୀତକାଳୀନ ଅଧିବେଶନ, ଏହାକୁ ଦୃଷ୍ଟିରେ ରଖି ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ୨୬ ତାରିଖଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହାକୁ ଦୃଷ୍ଟିରେ ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ, କଂଗ୍ରେସ ବିଧାୟକ ଦଳ ନେତା ପ୍ରମୂଖ ଏହି ବୈଠକରେ ଉପସ୍ଥିତ ରହିଛନ୍ତି । ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବ। ସରକାର ପ୍ରଥମ ଦିନରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି।

Leave a Reply

Your email address will not be published. Required fields are marked *