ସଞ୍ଜୟଙ୍କୁ ପିନାକୀଙ୍କ ଆଲିଙ୍ଗନ ଲୌହ ଭୀମକୁ ଧ୍ରୁତରାଷ୍ଟ୍ରର ଆଲିଙ୍ଗନ ନୁହେଁ ତ………….
ଭୁବନେଶ୍ୱର,୨୪/୪(ବ୍ୟୁରୋ): ମହାଭାରତ ଯୁଦ୍ଧ ସରିଯାଇଥାଏ। ପାଣ୍ଡବମାନେ ଶ୍ରୀକୃଷ୍ଣଙ୍କ ସହ ମହାରାଜା ଧ୍ରୁତରାଷ୍ଟ୍ରଙ୍କୁ ଭେଟିବା ପାଇଁ ଇନ୍ଦ୍ରପ୍ରସ୍ଥ ଆସିଥାନ୍ତି। ଶତପୁତ୍ର ନିଧନ ଦୁଃଖରେ ଧ୍ରୁତରାଷ୍ଟ୍ର ମ୍ରିୟମ୍ରାଣ ହୋଇ ପଡିଥାନ୍ତି। ନିଜ ଆଡୁ କୁରୁ ଶ୍ରେଷ୍ଠ ପଞ୍ଚୁ ପାଣ୍ଡବଙ୍କୁ କୋଳାଗ୍ରତ କରି ଅଭିଭାଦନ କରନ୍ତି। ଯୁଧିଷ୍ଠିରଙ୍କ ଅଭିଭାଦନ ପରେ ଭୀମଙ୍କୁ ଡାକି ଆଲିଙ୍ଗନ କରିବାକୁ ଉଦ୍ୟତ ହୁଅନ୍ତି ଧ୍ରୁତରାଷ୍ଟ୍ର। ହେଲେ ଅନ୍ତର୍ଯ୍ୟାମୀ ଶ୍ରୀକୃଷ୍ଣ ଭୀମଙ୍କୁ ଧ୍ରୁତରାଷ୍ଟ୍ର ନିକଟରୁ ଦୂରେଇ ରଖନ୍ତି। ଭୀମଙ୍କ ବଦଳରେ ତାଙ୍କ ଲୌହ ପ୍ରତିମାକୁ ଅନ୍ଧ ଧ୍ରୁତରାଷ୍ଟ୍ରଙ୍କ … Continue reading ସଞ୍ଜୟଙ୍କୁ ପିନାକୀଙ୍କ ଆଲିଙ୍ଗନ ଲୌହ ଭୀମକୁ ଧ୍ରୁତରାଷ୍ଟ୍ରର ଆଲିଙ୍ଗନ ନୁହେଁ ତ………….
Copy and paste this URL into your WordPress site to embed
Copy and paste this code into your site to embed