
ଜିନ୍ଦଲ ଷ୍ଟିଲ ଏଣ୍ଡ୍ ପାୱାର ଓଡ଼ିଶାରେ ଶିଳ୍ପ ଓ ସାମାଜିକ ବିକାଶ ପାଇଁ ଆହୁରି ୭୦ ହଜାର କୋଟି ଟଙ୍କା ନିବେଶ କରିବ
ଭୁବନେଶ୍ୱର, ୨୮ /୧: ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାର (ଜେଏସପି) ଆଗାମୀ ବର୍ଷରେ ଓଡ଼ିଶାରେ ଆହୁରି ୭୦,୦୦୦ କୋଟି ନିବେଶ କରିବାକୁ ଏକ ମହତ୍ୱାକାଂକ୍ଷୀ ଯୋଜନା ଘୋଷଣା କରିଛି, ଯାହା ରାଜ୍ୟର ଶିଳ୍ପ ଅଭିବୃଦ୍ଧି ଏବଂ ସାମୁଦାୟିକ ବିକାଶକୁ ଅଧିକ ସୁଦୃଢ଼ କରିବ । ଭୁବନେଶ୍ୱରରେ ଆୟୋଜିତ ଉତ୍କର୍ଷ ଓଡ଼ିଶା କନକ୍ଳେଭ୍ – ୨୦୨୫ କାର୍ଯ୍ୟକ୍ରମରେ ଯୋଗ ଦେଇ ଜିନ୍ଦଲ ଷ୍ଟିଲ ଏଣ୍ଡ୍ ପାୱାରର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ଆଜି ଏହି ଘୋଷଣା କରିଛନ୍ତି । ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ…