
ଯୋଜନା ବୋର୍ଡ ଉପାଧ୍ୟକ୍ଷ ପଦ ହାତେଇବେ କିଏ …….ମନମୋହନ ମାନିବେ ତ……
ଭୁବନେଶ୍ୱର : ବିଜେପି ନେତା ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ନୂଆ ସରକାର ଗଠନ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧିନରେ ଥିବା ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଯୋଜନା ବୋର୍ଡର ପୁର୍ନଗଠନ ନେଇ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି ହେବାରେ ଲାଗିଛି। ଏଥିରେ ସ୍ଥାନ ପାଇବାପାଇଁ ରାଜନେତାଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକେ ଲବି ମଧ୍ୟ ଆରମ୍ଭ କରିସାରିଛନ୍ତି। ଯୋଜନା ବୋର୍ଡର ଉପାଧ୍ୟକ୍ଷ ପଦ ପାଇଁ କେତେକ ହେଭି୍ୱେଟଙ୍କ ନାଁ ଚର୍ଚ୍ଚା ହେଉଛି, ସେହିପରି…