
‘କୃଷି ବଜେଟରେ ଓଡ଼ିଶାବାସୀଙ୍କୁ ଭୁଆଁ ବୁଲା ଯାଇଛି ‘
ଭୁବନେଶ୍ୱର : (ରଙ୍ଗାଚରଣ ପ୍ରଧାନ )କୃଷି ବିଭାଗ ମାନେ କ’ଣ କେବଳ ଧାନ ପାଇଁ ୮୦୦ ଟଙ୍କା ବୋନସ ଦେବା ? କୃଷି ବିଭାଗ ପାଇଁ କଣ ଆଉ କିଛି ଖର୍ଚ୍ଚ ନାହିଁ! ଚାଲନ୍ତୁ ଦେଖିବା, ଦୁଇ ବର୍ଷ ହେଲା ଧାନ ବୋନସକୁ ବାଦ୍ ଦେଇ ମୋହନ ସରକାର କୃଷି ବିଭାଗ ପାଇଁ କେତେ ଟଙ୍କା ବଜେଟରେ ବରାଦ କରୁଛନ୍ତି। ୨୦୨୪-୨୫ ପାଇଁ ପୂର୍ବ ସରକାର କୃଷି ବିଭାଗ ପାଇଁ ୨୮୯୪୪ କୋଟି ଟଙ୍କା ବରାଦ କରିଥିଲେ।…