ମେଣ୍ଟ ଚର୍ଚ୍ଚାକୁ ଝୁଲାଇ ରଖିଲେ ଭି.କେ ପାଣ୍ଡିଆନ୍, ଅମିତ ଶାହାଙ୍କ ପରି କଥା ମୋଦି-ନବୀନଙ୍କ ଉପରେ ଛାଡିଲେ …
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦିଙ୍କୁ ତୃତୀୟ ଥର କ୍ଷମତାକୁ ଆସିବା ନେଇ ମେଣ୍ଟ ଆବଶ୍ୟକ ନାହିଁ। ମୋଦିଙ୍କୁ ବିଜେଡିର ସହଯୋଗ ଆବଶ୍ୟକ ନାହିଁ। ଅନୁରୂପ ଭାବେ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର କ୍ଷମତାକୁ ଆସିବା ପାଇଁ ମେଣ୍ଟ ଦରକାର ନାହିଁ। ମେଣ୍ଟ ନେଇ ଯେଉଁ ଆଲୋଚନା ରହିଛି, ତାହା ସାଧାରଣ ରାଜନୈତିକ ଚର୍ଚ୍ଚାରୁ ଉର୍ଦ୍ଧ୍ୱରେ । ଦୁଇଜଣ ଉତ୍ତୃଙ୍ଗ ରାଜନୈତିକ ବ୍ୟକ୍ତିତ୍ୱ ଏକ ବୃହତର ସ୍ୱାର୍ଥ ପାଇଁ ପରସ୍ପରକୁ ସମ୍ମାନ କରନ୍ତି। ଏହା…