
ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ
ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା। ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ…