ରାହୁଲ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିବା ଆଲୋଚନା ବିଫଳ ବୋଲି କାହିଁକି କୁହାଯାଉଛି…..
ଭୁବନେଶ୍ୱର : ରାଜ୍ୟ କଂଗ୍ରେସର ନେତୃ ମଣ୍ଡଳୀ ଏବଂ ବିଧାୟକ-ସାଂସଦ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଖବର ଲେଖାହେବାବେଳକୁ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ପୂର୍ବ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସେମାନଙ୍କୁ ଭେଟି ଆଲୋଚନା କରୁଛନ୍ତି। ସାଧାରଣ ନିର୍ବାଚନ ଆଗକୁ ଆସୁଥିବାର କଂଗ୍ରେସ ପକ୍ଷରୁ ଏପରି ଭେଟଘାଟ୍ ଆୟୋଜନ କରାଯାଇଛି। ମାତ୍ର ପ୍ରଶ୍ନ ଉଠେ କେଉଁ ସବୁ ପ୍ରସଙ୍ଗ ଓ ଦିଗକୁ ବିଚାର କରି ଏଆଇସିସି ଶରତ ପଟ୍ଟନାୟକଙ୍କ ହାତକୁ ନେତୃତ୍ୱ ଦେଇଥିଲା। ଏହାର ଆଧାର…