ଟ୍ରମ୍ପଙ୍କ ନୀତି ଦେଖି ମନେ ପଡିଲେ ବିଜୁ ବାବୁ ଓ ତାଙ୍କ ସ୍ବପ୍ନ

ଭୁବନେଶ୍ୱର : (ବିଜୟ ସାହୁ )- ସେଦିନ ବିଜୁ ବାବୁ ଦ୍ଵିତୀୟ ପାରିରେ ବିଶାଳ ବିଧାୟକଙ୍କୁ ଜିତେଇ ମୁଖ୍ୟମନ୍ତ୍ରୀ ହେଇଥାନ୍ତି । ପ୍ରଥମେ ନିଜେ କେବଳ ଶପଥ ନେଇ ମୁଖ୍ୟମନ୍ତ୍ରୀ ଚେମ୍ବର ରେ ବସିଥାନ୍ତି । ଖୁବ ଚିନ୍ତିତ ଥାଆନ୍ତି । ମୁଁ ଓ ଏସ ୟୁ ସି ଆଇର ପୂର୍ବତନ ବିଧାୟକ କମ୍ରେଡ଼ ଶମ୍ଭୁନାଥ ନାୟକ ତାଙ୍କ ଚେମ୍ବରକୁ ଗଲୁ, ଏକ ବିଶେଷ ଦରଖାସ୍ତ ନେଇ ।ଦରଖାସ୍ତକୁ APPROVED କରି ପ୍ରାଇଭେଟ ସେକ୍ରେଟାରୀ ଙ୍କୁ ପଠେଇ…

Read More

ଇଏ ସେହି ଉପ-ରାଷ୍ଟ୍ରପତି, ଯିଏ ଓଡ଼ିଶାରେ ରାଜ୍ୟପାଳ ଥିବାବେଳେ ଖାଇଥିଲେ ଜୋତାମାଡ଼..

 ଭୁବନେଶ୍ୱର :  ସଂସଦରୁ ଶତାଧିକ ସାଂସଦ ନିଲମ୍ବିତ ହୋଇ ସାରିଲେଣି। ଏହି ସଂଖ୍ୟା ଇତି ମଧ୍ୟରେ ଦେଢଶହ ଟପିଲାଣି। ଏହା ପରେ ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଟିଏମସି ଏମପି କଲ୍ୟାଣ ବାନାର୍ଜୀ ବ୍ୟଙ୍ଗ କରିବା କଥା ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି। ଉପରାଷ୍ଟ୍ରପତିଙ୍କୁ ଶାସକ ଦଳ ବିଜେପି ଏବଂ ଅଣ ଆନୁଷ୍ଠାନିକ ସହଯୋଗୀ ବିଜେଡ଼ି ଏମପି ମାନଙ୍କ ପକ୍ଷରୁ ସମବେଦନା ଜଣାଯାଉଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ରାଜ୍ୟପାଳ ରହିସାରିଥିବା ଜଣେ ପୂର୍ବତନ ଉପ-ରାଷ୍ଟ୍ରପତିଙ୍କ ସହ ହୋଇଥିବା…

Read More

କେବେ ବି ବିରୋଧି ଦଳରେ ବସିନାହାନ୍ତି ନବୀନ ପଟ୍ଟନାୟକ, ଭାରତୀୟ ରାଜନୀତିରେ ବିରଳ ରେକର୍ଡ

ଭୁବନେଶ୍ୱର- ଦୀର୍ଘ 23 ବର୍ଷର ଶାସନ ଭିତରେ ନବୀନ ପଟ୍ଟନାୟକ ଏକାଧିକ ରେକର୍ଡର ଅଧିକାରୀ ହୋଇଛନ୍ତି। ନିଜର ରାଜନୈତିକ କ୍ୟାରିୟରରେ ଉଭୟ ସଂସଦ ଏବଂ ରାଜ୍ୟ ବିଧାନମଣ୍ଡଳରେ ସବୁ ସମୟରେ ଶାସକ ଦଳ ଭାବେ ଦାୟିତ୍ୱ ନିର୍ବାହ କରିବାରେ ମଧ୍ୟ ନବୀନ ରେକର୍ଡ କରିଛନ୍ତି। ସାମ୍ପ୍ରତିକ ସ୍ଥିତିରେ ଭାରତୀୟ ରାଜନୀତିରେ ଏହିପରି କରିଥିବା ସେ ଏକମାତ୍ର ନେତା। ରାଜନୈତିକ ଯାତ୍ରାର ଆରମ୍ଭରୁ ଲଗ୍ନରୁ ଏଯାବତ୍ ଶ୍ରୀ ପଟ୍ଟନାୟକ ସରକାରୀ ଦଳ(ଟ୍ରେଜରୀ ବେଞ୍ଚ)ର ହିଁ ପ୍ରତିନିଧିତ୍ୱ କରିଛନ୍ତି। ଓଡ଼ିଶାର…

Read More