ବିଶ୍ୱନାଥ ପଣ୍ଡିତ ଙ୍କ ସ୍ମୃତିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ପାଠାଗାର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦, ୫୮,୩୧,୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ୫-ଟି ସଚିବ ଭି କେ ପାଣ୍ଡିଆନ୍ ଙ୍କ କଟକ ଗସ୍ତ ସମୟରେ କଟକ ରେ ସ୍ଵର୍ଗତ ବିଶ୍ଵନାଥ ପଣ୍ଡିତ ଙ୍କ ସ୍ମୃତି ରେ ଏକ ଅତ୍ୟାଧୁନିକ …