
୨୦୧୯ ଠାରୁ ଏଥର ଆହୁରି ଭଲ କରିବ ବିଜେଡ଼ି; ଭି.କେ ପାଣ୍ଡିଆନ…
ଭୁବନେଶ୍ବର: ଗତକାଲି ଦେଶରେ ଚତୁର୍ଥ ତଥା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମଦତାନ ହୋଇଛି । କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନ ୨୮ଟି ବିଧାନସଭା କ୍ଷେତ୍ରରେ ଭୋଟ ଦେଇଛନ୍ତି ଜନତା । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଏହାର ଫଳାଫଳକୁ ନେଇ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଖବର ସରବରାହ ସଂସ୍ଥା ଏନଏନଆଇକୁ ସୂଚନା ଦେଇ କହିଛନ୍ତି ଯେ, ପ୍ରଥମ ପର୍ଯ୍ୟାୟରେ ୨୮ଟି ଆସନରୁ ୨୪ଟି…