ଆମ ଓଡ଼ିଶା, ନବୀନ ଓଡ଼ିଶାରେ ସାମିଲ ହେଲା ଗଞ୍ଜାମ ଏବଂ ସୁବର୍ଣ୍ଣପୁର ଜିଲ୍ଲା
ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଅଷ୍ଟମ ଦିନରେ ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ…
