ଆରମ୍ଭ ହେବ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା, ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ହେବେ ଉପକୃତ
ଭୁବନେଶ୍ୱର : ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ଡିସେମ୍ବର ୩୧ ତାରିଖରୁ ଆରଂଭ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷା ଉଦ୍ଦେଶ୍ୟରେ ବରଗଡରୁ ଏହି ଯୋଜନା ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ । ଏହି ଯୋଜନାରେ ପ୍ରାୟ ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ଏଥିପାଇଁ…
