୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ବିଜେପି, ଜାଣନ୍ତୁ କାହାକୁ କେଉଁଠି ମିଳିଛି ଟିକେଟ …

ବିଜେପି ଘୋଷଣା କଲା ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା । ୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା । ରାଉରକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ । ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ ସଞ୍ଜଳୀ ମୁର୍ମୁ ଟିକେଟ୍‌ ପାଇଛନ୍ତି । ଯଦି ଦେଖିବା ପ୍ରଥମ ପର୍ଯ୍ୟାୟରେ ବିଜେପି ୧୧୨ ଟି ବିଧାନସଭା ସିଟ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା ।…

Read More

ପ୍ରାର୍ଥୀ ଘୋଷଣାରେ କିଏ ରହିଛି ସବୁଠୁ ଆଗରେ ଜାଣନ୍ତୁ…

କିଛି ଦିନ ପୂର୍ବେ ପ୍ରାର୍ଥୀ ଘୋଷଣାରେ ପଛରେ ପଡିଥିବା କଂଗ୍ରେସ ଏବେ ରହିଛି ସବୁଠୁ ଆଗରେ । ଏହା ମଧ୍ୟରେ ବିଧାସଭାର ୧୪୭ ଟି ଆସନରୁ ଏପର୍ଯ୍ୟନ୍ତ ୧୧୯ ପ୍ରାର୍ଥୀ ଘୋଶଣା କରିସାରିଛି କଂଗ୍ରେସ । ଗତକାଲି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ହାତ ଦଳ । ଦ୍ୱିତୀୟ ପର୍ଯ୍ୟାୟରେ ୭୫ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ତେବେ ଏହି ଲିଷ୍ଟରେ ବହୁ ହେଭିୱେଟ୍‌ଙ୍କ ନାଁ ମଧ୍ୟ ରହିଛି ।…

Read More

ବିଜେପିରେ ଯୋଗ ଦେଲେ ଏହି ବିଜେଡ଼ି ବରିଷ୍ଠ ନେତା ଜାଣନ୍ତୁ କିଏ …

ବିଜେପିରେ ମିଶିଲେ ଚାନ୍ଦବାଲି ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ। ଆଜି ସେ ବିଜେଡିରୁ ଇସ୍ତଫା ଦେବା ପରେ ବିଜେପିରେ ସାମିଲ ହୋଇଛନ୍ତି। ବିଧାୟକ ବ୍ୟୋମକେଶଙ୍କୁ ମାମୁଁ ହେଉଛନ୍ତି ଅଜୟ ନାୟକ। ସେ ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିବା କୁହାଯାଉଥିଲା। ବିଜେପି ନେତା ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି ଏହି ମିଶ୍ରଣ ପର୍ବରେ ଅନ୍ୟ ମାନଙ୍କ ମଧ୍ୟରେ ଭଦ୍ରକ ବିଜେପି ଲୋକସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ଧାମନଗର ବିଧାନସଭା ପ୍ରାର୍ଥୀ ସୂର୍ଯ୍ୟବଂଶୀ…

Read More

ପଦ୍ମ ଛାଡି ଶଙ୍ଖ ଧରିଲେ ବଲାଙ୍ଗୀର ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ…

ଭୁବନେଶ୍ଵର;ବିଜେଡ଼ିରେ ଯୋଗଦେଲେ ବଲାଙ୍ଗୀର ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ । ସେ ଦୀର୍ଘ ୩୬ ବର୍ଷ ଧରି ବିଜେପିରେ ରହିଥିଲେ ।  ପୁର୍ବରୁ ସେ ବଲାଙ୍ଗୀର ଜିଲ୍ଲାର ସଭାପତି ଓ ବିଜେପିର ଗୁରୁତ୍ବପୂର୍ଣ୍ଣ ପଦପଦବୀରେ ରହିଥିଲେ ।  ଭାଜପା ଦଳ ତାଙ୍କୁ ଅଣ ଦେଖା କରିଥିବାରୁ ସେ ଆଜି ବିଜେଡ଼ିରେ ଯୋଗଦାନ କରିଛନ୍ତି ।ଭୁବନେଶ୍ବର ସ୍ଥିତ ବିଜେଡିର ମୁଖ୍ୟ କାର୍ଯ୍ୟାଳୟ  ଶଙ୍ଖ ଭବନରେ ଆୟୋଜିତ ମିଶ୍ରମ ପର୍ବରେ ପ୍ରଭାସ ପାଣିଗ୍ରାହି ଓ ତାଙ୍କ ସମର୍ଥକ ମାନେ ବିଜେଡିରେ…

Read More

ସିଜୁମାଳୀ ଅଞ୍ଚଳରେ ଖଣିଖନନ ପ୍ରସଙ୍ଗ-ସ୍ଥାନୀୟ ଆଦିବାସୀ ଓ ପାରମ୍ପରିକ ବାସିନ୍ଦାଙ୍କ ଅଧିକାରର ସ୍ପଷ୍ଟ ଉଲ୍ଲଙ୍ଘନ ବୋଲି ତଥ୍ୟ-ଅନୁସନ୍ଧାନୀ ଦଳର ଅଭିଯୋଗ

ଭବାନୀପାଟଣା : ୪/୪(ବ୍ୟୁରୋ): ଗତ ୨୦୨୩ ପରଠାରୁ ବେଦାନ୍ତ ଲିମିଟେଡ୍  କମ୍ପାନୀ ଦ୍ୱାରା ସିଜିମାଲି ବକ୍ସାଇଟ୍ ଖଣିଖନନ  ପ୍ରସ୍ତାବ ଭାରତ ସରକାରଙ୍କ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ମଞ୍ଜୁର ପାଇଁ ପର୍ଯ୍ୟାୟ କ୍ରମେ ଶୀଘ୍ର ଆଗକୁ ବଢିଛି। ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ଦ୍ୱାରା ନିର୍ବାଚନୀ ବଣ୍ଡ୍ ର ଖୁଲାସା ଅନୁଯାୟୀ ରାଜନୈତିକ ଦଳଗୁଡିକର ସବୁଠାରୁ ବଡ ଦାତା ଅନୁଷ୍ଠାନ ହେଉଛି ବେଦାନ୍ତ ଲିମିଟେଡ୍, ଯାହା ଭାରତୀୟ ଜନତା ପାର୍ଟିକୁ ୨୩୦.୧୫ କୋଟି, କଂଗ୍ରେସକୁ…

Read More

General Election 2024 : ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି ଓ କଂଗ୍ରେସ

ନୂଆଦିଲ୍ଲୀ : ସାଧାରଣ ନିର୍ବାଚନ ନେଇ ରାଜ୍ୟରେ ଜାରି ରହିଛି ପ୍ରାର୍ଥୀ ଘୋଷଣା ପର୍ବ। ଏହି କ୍ରମରେ ମଙ୍ଗଳବାର ମୁଖ୍ୟ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ନିଜ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ବିଜେପି ୧୧୨ଟି ବିଧାନସଭା ଆସନ, କଂଗ୍ରେସ – ୮ ଲୋକସଭା ଏବଂ ୪୯ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି।  ଏହି କ୍ରମରେ ବିଜେପିରୁ ବିଧାନସଭା ପ୍ରାର୍ଥୀ ଭାବେ ପଦ୍ମପୁର- ଗୋବର୍ଦ୍ଧନ ଭୁଏ, ବିଜେପୁର- ସନତ ଗଡ଼ତିଆଙ୍କୁ ପ୍ରାର୍ଥୀ କରାଯାଇଛି।…

Read More

ବିଜେପିରେ ଯୋଗ ଦେଲେ ସିଦ୍ଧାନ୍ତ,ଭର୍ତ୍ତୃହରି ଓ ଦମୟନ୍ତୀ

ଲୋକସଭା ନିର୍ବାଚନ ପୂର୍ବରୁ ଓଡ଼ିଶାର ରାଜନୀତିରେ ବଡ଼ ଧରଣର ନେତାଙ୍କ ଦଳ ବଦଳ ହୋଇଛି। ବିଜେଡିରୁ ଇସ୍ତଫା ଦେଇଥିବା ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଗୁରୁବାର ବିଜେପିରେ ଯୋଗ ଦେଇଛନ୍ତି। ଅପରାହ୍ନ ସାଢ଼େ ୨ଟାରେ ନୂଆଦିଲ୍ଲୀର ବିଜେପି ମୁଖ୍ୟାଳୟରେ ଦଳରେ ଯୋଗ ଦେଇଛନ୍ତି।  ଏହା ସହିତ ମୟୂରଭଞ୍ଜର ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ବି‌ଜେପିରେ ଯୋଗ ଦେଇଛନ୍ତି।ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ, ବିଜୟପାଲ ସିଂ ତୋମର…

Read More

ବିଜେଡି ସହ ସମ୍ପର୍କ ଛିଣ୍ଡେଇଲେ ଭର୍ତ୍ତୃହରି ମହତାବ……କ୍ଷୋଭର ସହ କହିଲେ ବହୁତ କଥା…..

ଭୁବନେଶ୍ୱର :  କଟକ ଏମପି ତଥା ବରିଷ୍ଠ ନେତା ଭର୍ତ୍ତୃହରି ମହତାବ ଶୁକ୍ରବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ସେ ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଖବରଦାତା ସମ୍ମିଳନୀ କରି ସେ କଟକରେ ନିଜ ଇସ୍ତଫା କଥା ଘୋଷଣା କରିଥିଲେ। ଶ୍ରୀ ମହତାବ କହିଥିଲେ ଯେ, ଭଗ୍ନ ହୃଦୟରେ ବିଜେଡିରୁ ଇସ୍ତଫା ଦେଉଛି। ମୋ ଧୈର୍ଯ୍ୟ ସୀମା ଲଂଘନ କରିଛି। ସେଥିପାଇଁ ଏ ନିଷ୍ପତ୍ତି ନେଇଛି।…

Read More

କାହିଁକି ରାଜ୍ୟ ବିଜେପି ମେଣ୍ଟ ପାଇଁ ରାଜି ହେଲାନି…ବିନା ମେଣ୍ଟରେ ପ୍ରଥମ ଥର ନିର୍ବାଚନକୁ ଯିବେ ମନମୋହନ..

ଭୁବନେଶ୍ୱର :  ବିଜେପି ଆସନ୍ତା ସାଧାରଣ ନିର୍ବାଚନରେ ଏକାକୀ ଲଢିବ । ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଅପରାହ୍ନରେ ଏହି ଘୋଷଣା କରିଛନ୍ତି। ଶ୍ରୀ ସାମଲ ଗୁରୁବାର ବିଳମ୍ବିତ ରାତିରେ ଓଡ଼ିଶାକୁ ଫେରିଛନ୍ତି।  କିଛି ଦିନ ମଧ୍ୟରେ ରାଜ୍ୟର ପ୍ରାର୍ଥୀ ମାନଙ୍କ ନାମ ଘୋଷଣା କରାଯିବ ବୋଲି ଶ୍ରୀ ସାମଲ ସୂଚନା ଦେଇଛନ୍ତି।  ଶ୍ରୀ ସାମଲ ନିଜର ସମସ୍ତ ସାମାଜିକ ଗଣମାଧ୍ୟମରେ ଲେଖିଛନ୍ତି ଯେ, ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର…

Read More

ଆରପାରିରେ ଡାକ୍ତର ଦାମୋଦର ରାଉତ, ଶଙ୍ଖ ଭବନରେ ଶେଷ ଦର୍ଶନ କଲେ ବହୁ ବରିଷ୍ଠ ନେତା

ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି। ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଦାମ ରାଉତଙ୍କ ଚିକିତ୍ସା ଜାରି ରହିଥିଲା। ହୃଦଘାତ ପରେ ଦାମୋଦର ଗୁରୁତର ହୋଇଥିଲେ। ତିନିମାସ ତଳେ ଦାମୋଦର…

Read More