
ଲଣ୍ଡା ଗୋପାଳ ନେଇଥିଲା ଶପଥ, ନିଜେ ମରିବା ପୂର୍ବରୁ ନବଙ୍କୁ ମାରିଦେଲା ..କ୍ରାଇମବ୍ରାଞ୍ଚ ଦେଲା ରିପୋର୍ଟ
ଭୁବନେଶ୍ୱର : ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବାହୁବଳି ନେତା ନବଦାସଙ୍କ ହତ୍ୟା ମାମଲାରେ ନୂଆ ତଥ୍ୟ ସାମନାକୁ ଆସିଛି। ନବଙ୍କୁ ମାରିବା ପାଇଁ ଅଭିଯୁକ୍ତ ଗୋପାଳ ଦାସ ବଜ୍ର ଶପଥ ନେଇଥିଲା। ସ୍ୱର୍ଗତ ଦାସଙ୍କୁ ହତ୍ୟା କରିବା ପାଇଁ କୁଆଡେ ଏକଦା ଲଣ୍ଡା ହୋଇ ଶପଥ ନେଇଥିଲା ଅଭିଯୁକ୍ତ ଗୋପାଳ। କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ୫ ଶହ ପୃଷ୍ଠାର ଚାର୍ଜସିଟରେ ଏଭଳି କିଛି ତଥ୍ୟ ଓଡ଼ିଶା ପୁଲିସ୍ ରେକର୍ଡଭୁକ୍ତ କରିଛି । ହତ୍ୟାକାଣ୍ଡ ପୂର୍ବରୁ ଭାଇ ସତ୍ୟନାରାୟଣ…