
ଉନ୍ନତଧରଣର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଅଗ୍ନି ପ୍ରାଇମ୍ ର ସଫଳ ପରୀକ୍ଷଣ
ବାଲେଶ୍ୱର : ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର “ଅଗ୍ନି ପ୍ରାଇମ୍” କୁ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ଦ୍ୱାରା ଓଡିଶା ଉପକୂଳବର୍ତ୍ତୀ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ସଫତଳାର ସହ ଉଡାଣ-ପରୀକ୍ଷଣ କରାଯାଇଛି । ଉଡ଼ାଣ ପରୀକ୍ଷଣ ସମୟରେ ସମସ୍ତ ଲକ୍ଷ୍ୟ ସଫଳତାର ସହ ପ୍ରଦର୍ଶନ କରାଯାଇଥିଲା । କ୍ଷେପଣାସ୍ତ୍ରର ତିନିଟି ସଫଳ ବୈଧ ପରୀକ୍ଷଣ ପରେ ବ୍ୟବହାରକାରୀଙ୍କ ଦ୍ୱାରା ଆୟୋଜିତ ପ୍ରଥମ ପ୍ରି-ଇଣ୍ଡକ୍ସନ ରାତ୍ରୀକାଳୀନ ଉତ୍କ୍ଷେପଣ ଥିଲା । ରାଡାର, ଟେଲିମେଟ୍ରି…