ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା

ନୂଆଦିଲ୍ଲୀ: ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ଦିଲ୍ଲୀ ଉପରାଜ୍ୟପାଳ ଭିକେ ସକସେନା । ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ସରକାର ଗଢିଛି ଭାଜପା ଦଳ  । ଏଥିସହିତ ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଶପଥ ନେଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ ଭାବେ ପରବେଶ ବର୍ମା ଶପଥ ଗ୍ରହଣ କରିଛନ୍ତି । ଏଥିସହିତ କ୍ୟାବିନେଟ ମନ୍ତ୍ରୀ…

Read More