ପାରାଦୀପ ବାଲେଶ୍ବର ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ‘ଦାନା’

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳେ ଅବପାତ ଏବଂ ଆସନ୍ତା ୨୩ ତାରିଖରେ ଏହି ସାମୁଦ୍ରକ ଘୂର୍ଣ୍ଣିଝଡ଼ ସଂପୂର୍ଣ୍ଣ ବାତ୍ୟାର ରୂପ ନେଇ ସ୍ଥଳ ଭାଗ ଆଡ଼କୁ ମୁହାଁଇବ। ତେବେ ବର୍ତ୍ତମାନ ସୁଦ୍ଧା ଯାହା ସ୍ଥିତି ରହିଛି ଏହି ସାମ୍ଭବ୍ୟ ବାତ୍ୟାଟି ପାରାଦୀପରୁ ବାଲେଶ୍ବର ମଧ୍ୟରେ ୨୪ ତାରିଖରେ ଲ୍ୟାଣ୍ଡଫଲ କରିପାରେ। ଅତି ଭୀଷଣ ବାତ୍ୟାର ରୂପ ନେବ ‘ଦାନା’ ସ୍ଥଳଭାଗ ଛୁଇଁବାକୁ…

Read More