ପ୍ରଧାନମନ୍ତ୍ରୀଙ୍କ
ଏଣ୍ଟାୟେର ପଲିଟିକାଲ
ସାଇନ୍ସ ବିବାଦ ଓ ତାଙ୍କ ଡିଗ୍ରୀ
ନୂଆଦିଲ୍ଲୀ : (ବିଜୟ ସାହୁ )- ବିଚିତ୍ର ଦେଶ, ବିଚିତ୍ର ଆଇନ ।ନାଗରିକ 11 ଡକୁମେଣ୍ଟ ନ ଦେଲେ 10 ଥର ଭୋଟ ଦେଇଥିଲେ ବି ନାଁ କଟିଯିବ, କିନ୍ତୁ ଜଣେ ପ୍ରଧାନମନ୍ତ୍ରୀ ତାଙ୍କର ସାର୍ଟିଫିକେଟ ସର୍ବସାଧାରଣରେ ପ୍ରକାଶ କରିବେ ନାହିଁ ।ଆଜି ଦିଲ୍ଲୀ ହାଇକୋର୍ଟର ଜାଣିକିଆ ବେଞ୍ଚ ଜଷ୍ଟିସ ସଚୀନ ଦତ୍ତ ସେଇ ରାୟ ଦେଲେ ।ସାର୍ଟିଫିକେଟର କ୍ରନୋଲୋଜି ଟିକିଏ ବନ୍ଧୁମାନେ ତାଜା ସ୍ମରଣ କରିବା ଉଦ୍ଦେଶ୍ୟରେ ପୋଷ୍ଟ ଟି ଲେଖୁଛି । 2014 ଲୋକସଭା…
