ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପାଣ୍ଡିଆନ, କହିଲେ କେବଳ ମୁଖ୍ୟମନ୍ତ୍ରୀ ପଦ ଉପରେ ତାଙ୍କର ରହିଛି ନଜର …
ଭୁବନେଶ୍ଵର; ଆଜି ସାମ୍ବାଦିକ ସମ୍ମିଳନୀରେ ପାଣ୍ଡିଆନ କହିଛନ୍ତି ଓଡ଼ିଶା ମୋର କର୍ମଭୂମି। ମୋ ପୁଅ ଓ ଝିଅଙ୍କ ମାତୃଭାଷା ଓଡ଼ିଆ। ଓଡ଼ିଶାବାସୀଙ୍କଠୁ ସ୍ନେହ ଓ ପ୍ରଚୁର ଭଲ ପାଇବା ପାଇଛି। ମୁଁ, ମୋ କର୍ମଭୂମିକୁ କେବେ ଛାଡ଼ିପାରିବିନି। ଆସନ୍ତାକାଲି ମହାପ୍ରଭୁ ଯାହା ଚାହିଁବେ ତାହା ହେବ। ଏହାବ୍ୟତୀତ ସେ ଏହି ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି। ବିଜେପିକୁ ଟାର୍ଗେଟ କରି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ନିର୍ବାଚନ ଆସିଲେ ବିଜେପିର, ଓଡ଼ିଆ ଭାଷା ପ୍ରତି ପ୍ରେମ ଆସେ। ।…