ରୋହିତ ପୂଜାରୀଙ୍କୁ କାହିଁକି ବିଦା କଲେ ନବୀନ …ଜାଣନ୍ତୁ…
ଭୁବନେଶ୍ୱର : ସମ୍ବଲପୁର ଜିଲ୍ଲା ରେଢାଖୋଲ ବିଧାନସଭା ନିର୍ବାଚନମଣ୍ଡଳୀର ବିଧାୟକ ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜଭବନ ସଚିବାଳୟକୁ ସୁପାରିସ୍ କରାଯାଇଛି। ସାମୟିକ ଭାବେ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ହେଲେ ପୂଜାରୀଙ୍କୁ କାହିଁକି ବାଦ୍ ଦିଆଗଲା, ସେ ନେଇ ଚର୍ଚ୍ଚା ଜୋର ଧରିଛି। ନିକଟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କରାଯାଇଥିବା ସମୀକ୍ଷାରୁ ଉଚ୍ଚଶିକ୍ଷା…
