୨୦୧୧ ବିଶ୍ୱକପ ଫାଇନାଲରେ ଧୋନିଙ୍କ ଛକା ବାଜିଥିବା ସିଟ୍ ହେବ ନିଲାମ …

ଚଳିତ ବର୍ଷ ଦିନିକିଆ ବିଶ୍ବକପ ପାଇଁ ସଜେଇ ହେଲାଣି ଭାରତ । ୫ ଅକ୍ଟେବରରୁ ଆରମ୍ଭ ହେବାକୁ ଥିବା ଏହି ମହାକୁମ୍ଭରେ ଏଥର ୧୦ଟି ଦଳ ଭାଗ ନେବାକୁ ଯାଉଛନ୍ତି । ଏହି ପ୍ରତିଯୋଗିତା ଏଥର ଭାରତରେ ଖେଳାଯିବାକୁ ଥିବାରୁ ଟିମ୍ ଇଣ୍ଡିଆ ପାଖରେ ଏହାକୁ ଜିତିବାର ଏକ ସୁବର୍ଣ୍ଣ ସୁଯୋଗ ରହିଛି । ଦୀର୍ଘ ୧୨ ବର୍ଷ ପରେ ପୁଣି ଭାରତ ଏହି ଟୁର୍ଣ୍ଣାମେଣ୍ଟରେ ଅଧକ୍ଷତା କରିବାକୁ ଯାଉଛି । ତେବେ ଯଦି ବିଶ୍ବକପ କଥା…

Read More

ଧୋନୀଙ୍କ ପତ୍ନୀ ସାକ୍ଷୀ ଓ ବିରାଟଙ୍କ ଅନୁଷ୍କା ଗୋଟିଏ ସ୍କୁଲରେ ପଢୁଥିଲେ, ଫଟୋ ହେଲା ଭାଇରାଲ

ନୂଆଦିଲ୍ଲୀ : ମହେନ୍ଦ୍ର ସିଂ ଧୋନୀ ଏବଂ ବିରାଟ କୋହଲୀ । ଭାରତୀୟ କ୍ରିକେଟ ଜଗତର ଦୁଇ ବୃହତ ନାମ। ଦୁଇ ଜଣଙ୍କ ବନ୍ଧୁତା ମଧ୍ୟ ପଡିଆ ବାହାରେ ବେଶ୍ ଚର୍ଚ୍ଚାର କାରଣ ହୋଇଥାଏ। ହେଲେ ଏପରି ଏକ ସଂଯୋଗ ଉଭୟଙ୍କ ବ୍ୟକ୍ତିଗତ ଜୀବନରେ ରହିଛି। ଯାହା ଅନେକଙ୍କୁ ଆଶ୍ଚର୍ଯ୍ୟ କରିବା ସହ ଖୁସି କରିପାରେ। ମାହି ତଥା ଧୋନୀଙ୍କ ଧର୍ମପତ୍ନୀ ସାକ୍ଷୀ ସିଂ ଏବଂ ବିରାଟ କୋହଲୀଙ୍କ ପତ୍ନୀ ଅନୁଷ୍କା ପିଲାଦିନର ସାଙ୍ଗ। ପିଲାଦିନେ ସ୍କୁଲ…

Read More

ଆଇପିଏଲ୍ ଫାଇନାଲରେ ଚେନ୍ନାଇ-ଗୁଜରାଟ ମୁକାବିଲା

ଭୁବନେଶ୍ୱର : ଇଣ୍ଡିଆନ୍ ପ୍ରିମିୟର ଲିଗ୍ ର 4ଥର ବିଜେତା ଚେନ୍ନାଇ ସୁପରକିଙ୍ଗ୍ସ ଏବଂ ଗତ ଥର ଚମ୍ପିୟାନ ହୋଇଥିବା ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ। ଏହି ମ୍ୟାଚ ଆସନ୍ତା ରବିବାର ସନ୍ଧ୍ୟା 7ଟା 30ରେ ଖେଳାଯିବ। ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ କ୍ୱାଲିଫାୟାର ଓ୍ୱାନରେ ଗୁଜରାଟକୁ ହରାଇ ସିଧା ଫାଇନାଲରେ ପ୍ରବେଶ କରିଥିଲା। ସେହିପରି ଦ୍ୱିତୀୟ କ୍ୱାଲିଫାୟାରରେ ଗୁଜରାଟ ଏଲିମଲେଟର ବିଜେତା ମୁମ୍ବାଇକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଯଦି ଚେନ୍ନାଇ ରବିବାର…

Read More

ଚେନ୍ନାଇ: ଆଜି ଜିତିବ ଯିଏ, ସିଧା ଫାଇନାଲ ଖେଳିବ ସିଏ l

ଭୁବନେଶ୍ୱର : ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ମଙ୍ଗଳବାର ଫାଇନାଲ୍‌ ସ୍ଥାନ ଗତ ଥରର ବିଜେତା ଗୁଜରାଟ ଟାଇଟନ୍ସକୁ ଭେଟିବ। ଏହି ମ୍ୟାଚରେ ପରାଜିତ ଦଳ ପ୍ଲେ ଅଫ୍‌-୨ରେ ଖେଳିବ। ଚେନ୍ନାଇର ଦୁଇ ଓପନର୍‌ ଋତୁରାଜ ଗାଏକ୍ବାଡ ଓ ଡେଭନ କନୱେ ଭଲ ଫର୍ମରେ ଅଛନ୍ତି । ଶିବମ ଦୁବେ ଚଳିତ ଋତୁରେ ମଧ୍ୟ ଭଲ ଖେଳୁଛନ୍ତି l ବୋଲର ମାଥୀଶା ପଥିରଣା ଗୁଜରାଟ ବ୍ୟାଟର୍‌ଙ୍କୁ ଅସୁବିଧାରେ ପକାଇ ପାରିବେ l ଚଳିତ ଆଇପିଏଲ୍‌ରେ ୧୦ ମ୍ୟାଚ୍‌ରୁ…

Read More