
ପରିବର୍ତ୍ତନ ହେଲା ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାର ଲିମିଟେଡର ନାମ
ନୂଆଦିଲ୍ଲୀ, ୨୩/ ୭ : ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାର ଲିମିଟେଡର ନାମ ବଦଳି ୨୨ ଜୁଲାଇ ୨୦୨୫ରୁ ଜିନ୍ଦଲ ଷ୍ଟିଲ ଲିମିଟେଡ ହୋଇଛି। ଭାରତ ସରକାରଙ୍କ କର୍ପୋରେଟ୍ ବ୍ୟାପାର ମନ୍ତ୍ରାଳୟର ରେଜିଷ୍ଟ୍ରାର ଅଫ୍ କମ୍ପାନିଜର ମଞ୍ଜୁରୀ ପରେ ଏହି ପରିବର୍ତ୍ତନ କାର୍ଯ୍ୟକାରୀ ହୋଇଛି।ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାର ଲିମିଟେଡର ନାମ ଜିନ୍ଦଲ ଷ୍ଟିଲ୍ ଲିମିଟେଡ୍ କୁ ପରିବର୍ତ୍ତନ କରିବା ପଛରେ ମୁଖ୍ୟ କାରଣ ହେଉଛି ଯେ କମ୍ପାନୀ କେବଳ ଏହାର ପ୍ରମୁଖ ବ୍ୟବସାୟ ଅର୍ଥାତ୍ ଇସ୍ପାତ…