ରଥଯାତ୍ରା ବିଶେଷ: ଗଜପତି ମହାରାଜା ଓ କଳାପାଣିର କାହାଣୀ

ପୁରୀ : (ବିଜୟ କୁମାର ପଣ୍ଡା)-୧୮୭୮ ମସିହାରେ ଗଜପତି ମହାରାଜ ଦିବ୍ୟସିଂହଦେବ(ପ୍ରଥମ)ଙ୍କୁ କଳାପାଣି ଦଣ୍ଡାଦେଶ କରନ୍ତି ଇଂରେଜ ସରକାର। ନିଜ ୯ ଜଣ ଅନୁଗତଙ୍କ ସହ ତାଙ୍କୁ ଦଣ୍ଡ ମିଳିଥାଏ। ବାସ୍ତବରେ ପିତୃହୀନ ହୋଇଯିବା ପରେ ସଂଯୋଗକୁ ଦିବ୍ୟସିଂହ ଦେବଙ୍କୁ ସିଂହାସନ ଆରୋହଣ କରିବାକୁ ପଡ଼ିଥିଲା। ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ମୃତ ଗଜପତିଙ୍କ ଅନ୍ତିମ ସଂସ୍କାର ପୂର୍ବରୁ ଏହି ସିଂହାସନରେ ନୂଆ ଗଜପତିଙ୍କ ଅଭିଷେକ ହେବାପରେ ଯାଇ ଠାକୁରଙ୍କ ନୀତି ହୁଏ। ଏହି କ୍ରମରେ ଅଳ୍ପ ବୟସରୁ…

Read More

ଗଜପତିକୁ ଚାଲିଲା ୩୬ଟି ବସ୍, ଜିଲ୍ଲାର ୭ଟି ବ୍ଲକର ୧୨୬ଟି ପଞ୍ଚାୟତକୁ ଯୋଡିବ ଲକ୍ଷ୍ମୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ  ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। ଏହି ଅବସରରେ ଉଦ୍‌ବୋଧନ…

Read More

ବିଜେଡ଼ିକୁ “ବିଦ୍ରୋହ“ ଅଡୁଆ , କାମ୍ପ ଭୋଟରଙ୍କୁ ନେଇ ସବୁ ଶିବିରରେ କମ୍ପନ, ତୃତୀୟ ବିଜୟ ଲକ୍ଷ୍ୟରେ ନାରାୟଣ… ଜମିଲାଣି ପାରଳାଖେମୁଣ୍ଡି ରାଜନୀତି

ପାରଳାଖେମୁଣ୍ଡି:  ସାରା ରାଜ୍ୟରେ ବିଜେଡିର ଉତ୍ତମ ସଙ୍ଗଠନ। ହେଲେ ଗଜପତି ଜିଲ୍ଲା କଥା ପଡ଼ିଲେ ଏହି ଉତ୍ତମ ଶବ୍ଦଟି ଉଭାନ ହୋଇଯାଏ। ବିଶେଷ କରି ଏହି ଜିଲ୍ଲାର ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡ଼ିର କନ୍ଦଳ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି । ଏହା ବୋଧହୁଏ, ରାଜ୍ୟର ଗୋଟିଏ ନିର୍ବାଚନମଣ୍ଡଳୀ ଯେଉଁଠି ବିଜେଡି ଅପେକ୍ଷା ବିଜେପି ଓ କଂଗ୍ରେସ ଅଧିକ ଶକ୍ତିଶାଳୀ ମନେ ହୁଏ।  ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳ ଭିତରେ ଟିକେଟ୍ ଆଶାୟୀଙ୍କ…

Read More