ମାସ ଆରମ୍ଭରୁ ବଢିଲା ଗ୍ୟାସ ଦର

ନୂଆଦିଲ୍ଲୀ : ପ୍ରତି ମାସ ପହିଲାରୁ ଦର ଦାମରେ ପରିବର୍ତ୍ତନ ଦେଖାଦେଇଥାଏ । ସେହିପରି ନଭେମ୍ବର ମାସର ଆରମ୍ଭରୁ ବଢିଛି ଗ୍ୟାସ ସିଲିଣ୍ଡର ଦର। ୧୯ କିଲୋ ଏଲପିଜି ସିଲିଣ୍ଡର ଦାମ୍‌ରେ ୬୨ ଟଙ୍କା ବୃଦ୍ଧି କରାଯାଇଛି । ୧୯ କେଜି ବ୍ୟବସାୟିକ ଏଲପିଜି ସିଲିଣ୍ଡରରେ ୬୨ ଟଙ୍କା ବୃଦ୍ଧି କରାଯାଇଛି। ଏବଂ ୫ କେଜି ସିଲିଣ୍ଡର ପିଛା ୧୫ ଟଙ୍କା ବୃଦ୍ଧି ହୋଇଛି। ଅନ୍ୟପଟେ ଘରୋଇ ସିଲିଣ୍ଡର ଦାମରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ ।ଦିଲ୍ଲୀରେ…

Read More