ଆଜି ରାତି ୧୨ଟା ଭିତରେ କରନ୍ତୁ ଆବେଦନ…ନଚେତ ହରାଇବେ ଏହି ସରକାରୀ ଚାକିରୀ…

ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଡାକ୍ତର (ମେଡିକାଲ ଅଫିସର) ପଦବୀ ପାଇଁ ନିଯୁକ୍ତି ପାଇଁ ବିଞପ୍ତି ପ୍ରକାଶ ପାଇଛି। ରାଜ୍ୟର ବିଭିନ୍ନ ଡାକ୍ତରଖାନା ପାଇଁ ୭ ହଜାର ୨୭୬ ଜଣ ମେଡିକାଲ ଅଫିସରଙ୍କୁ ନିଯୁକ୍ତି ମିଳିବ।ଏହି ନିଯୁକ୍ତି ପାଇଁ ହେବାକୁ ଥିବା ପରୀକ୍ଷା ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ପ୍ରାର୍ଥୀମାନଙ୍କୁ ଓଡ଼ିଶା ମେଡିକାଲ ସର୍ଭିସ (ଗ୍ରୁପ୍-ଏ) ଅନ୍ତର୍ଗତ ନିଯୁକ୍ତି ମିଳିବ।• ଏହି ପଦବୀ ପାଇଁ…

Read More