
ବଢିବ ଖରା, ପୁଣି କଲବଲ କରିବ ତାତି
ପୁଣି କଲବଲ କରିବ ତାତି ! ଆଗାମୀ ଦୁଇ ତିନି ଦିନ ମଧ୍ୟରେ ତାପମାତ୍ରା ୩ ଡିଗ୍ରୀରୁ ୫ ଡିଗ୍ରୀ ବଢିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ଗୁଳୁଗୁଳି ସ୍ଥିତି ରହିବ ଏବଂ ତାପମାତ୍ରା ବି ବୃଦ୍ଧି ପାଇବ। ୨୯ ଏବଂ ୩୦ ତାରିଖରେ ୪ ଜିଲ୍ଲାରେ ଗ୍ରୀଷ୍ଣ ପ୍ରବାହ ଜାରି ରହିବ। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ନୂଆପଡାରେ ତାତି ବଢିବା ନେଇ ସୂଚନା ମିଳିଛି। ୩୦ ରୁ…