ଅଦାଲତର ଏ କି ମାନସିକତା?

ଭୁବନେଶ୍ୱର : (ନରେନ୍ଦ୍ର ମହାନ୍ତି/ ଗାର୍ଗୀ ଶତପଥି)- ଓଡ଼ିଶା ହାଇକୋର୍ଟର ଜଣେ ମହାନୁଭବ ବିଚାରପତି ଡଃ ସଞ୍ଜିବ କୁମାର ପାଣିଗ୍ରାହୀ !!!ମା’ ମାଟି ମାଳି ସୁରକ୍ଷା ମଞ୍ଚର କୂମେଶ୍ୱର ନାୟକ ବେଦାନ୍ତ ଓ ମୈତ୍ରୀ କମ୍ପାନୀ ବିରୋଧରେ ଆନ୍ଦୋଳନ କରିବା କାରଣରୁ ପୋଲିସ୍ ବିଭିନ୍ନ ମାମଲା ରୁଜ୍ଜୁ କରି ତାଙ୍କୁ ଜେଲ୍ ପଠାଇଥିଲା।ତାଙ୍କ ପାଇଁ ଜାମିନ୍ ର ସର୍ତ୍ତ ରଖାଯାଇଛି ସେ ୨ ମାସ ପାଇଁ କାଶୀପୁର ଥାନା ହତା ସଫେଇ କରିବେ ବା ଝାଡ଼ୁ ମାରିବେ?କିନ୍ତୁ…

Read More

ବିଳମ୍ବିତ ନ୍ୟାୟ ସାରା ଦେଶ ପାଇଁ ଚିନ୍ତାର ବିଷୟ  : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ : ବିଚାରବ୍ୟବସ୍ଥା ପ୍ରକ୍ରିୟାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ତ୍ୱରିତ ନ୍ୟାୟ ନେଇ ତତ୍ପରତା ପ୍ରକାଶ କରିବା ଦରକାର। କୌଣସି ମାମଲା ଠିକ୍ ସମୟରେ ଏବଂ ତୁରନ୍ତ ଫଇସଲା ହେବା ଦରକାର। ନ୍ୟାୟ ଯେତେ ଶୀଘ୍ର ମିଳିବ, ସେତେ ସୁଫଳ ମିଳିବ। ବିଳମ୍ବିତ ନ୍ୟାୟ ଭାରତବର୍ଷରେ ଚିନ୍ତାର ବିଷୟ ବୋଲି ରାଷ୍ଟ୍ରପତି ମହୋଦୟା ଦ୍ରୌପଦୀ ମୁର୍ମୁ କହିଛନ୍ତି। ବୁଧବାର କଟକ ସ୍ଥିତି ଓଡ଼ିଶା ହାଇକୋର୍ଟର ପଞ୍ଚସ୍ତରୀ ତମ ପୂର୍ତ୍ତି ଉତ୍ସବରେ ଯୋଗ ଦେଇ ରାଷ୍ଟ୍ରପତି ମହୋଦୟା ଏହା…

Read More

ରାହୁଲ ଗାନ୍ଧୀଙ୍କ ଦଣ୍ଡାଦେଶ ବଳବତ୍ତର, ସୁପ୍ରିମକୋର୍ଟ ପାଇଁ ରହିଛି ବିକଳ୍ପ

ଗାନ୍ଧୀ ନଗର :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାଙ୍ଗିଆକୁ ନେଇ କଂଗ୍ରେସ ନେତା ରାହୁଲ୍‌ ଗାନ୍ଧୀଙ୍କ ନାଁର ହୋଇଥିବା ମାମଲାର ଶୁକ୍ରବାର ଶୁଣାଣି ହୋଇଛି। ଶ୍ରୀ ଗାନ୍ଧୀଙ୍କ ବିପକ୍ଷରେ ସେସନ୍‌ କୋର୍ଟ ଦେଇଥିବା ପୂର୍ବ ରାୟକୁ ଗୁଜରାଟ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ସେସନ୍‌ କ‌ୋର୍ଟଙ୍କ ରାୟକୁ ଚାଲେଞ୍ଜ୍‌ କରି ଶ୍ରୀ ଗାନ୍ଧୀ ଦାଖଲ କରିଥିବା ‘ରିଭ୍ୟୁ ପିଟିସନ୍‌’କୁ ଖାରଜ କରି ସେହି ରାୟ ଉପରେ ରହିତାଦେଶ ଜାରି କରିବାକୁ ହାଇକୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି।   ଗୁଜରାଟ ହାଇକୋର୍ଟ…

Read More