ଦୀପଗ୍ରେସଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଓଡ଼ିଆ ହକି ତାରକା ଦୀପଗ୍ରେସ ଏକ୍କାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ୫୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ଏସୀୟ ହକି ବ୍ରୋଞ୍ଜ ବିଜୟୀ ହେବା ପରେ ଦୀପଗ୍ରେସ ପାଇଁ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ସେହିପରି ଦଳଗତ ଭାବେ ସଫଳତା ପାଇଁ ଦୀପଗ୍ରେସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସେ ବର୍ତ୍ତମାନର  ଯୁବପିଢ଼ିଙ୍କ ପାଇଁ ଆଦର୍ଶ ହୁଅନ୍ତୁ ବୋଲି  ମୁଖ୍ୟମନ୍ତ୍ରୀ କହିଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ଲୁଲକିଡିହି ଗାଁର ଦୀପଗ୍ରେସ…

Read More

ସୁନା ପୁଅ ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କାର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଗତକାଲି ଭାରତୀୟ ପୁରୁଷ ହକି ଟିମ୍ ଏସୀୟ କ୍ରୀଡ଼ାରେ ବହୁ ପ୍ରତୀକ୍ଷିତ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଥିଲା। ଭାରତୀୟ ଦଳରେ ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ପ୍ରଦର୍ଶ ମଧ୍ୟ ଉଚ୍ଚକୋଟୀର ଥିଲା।  ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅମିତ ରୋହିଦାସଙ୍କ ପାଇଁ  ଦେଢ଼ କୋଟି ଟଙ୍କାର ପୁରସ୍କାର  ରାଶି ଘୋଷଣା କରିଛନ୍ତି ।  ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଗଣମାଧ୍ୟମକୁ ଅବଗତ କରାଯାଇଛି। ତୃଣମୂଳରୁ ଆରମ୍ଭ କରି  ଅନ୍ତର୍ଜାତୀୟ ହକି ଟର୍ଫରେ ଖେଳୁଥିବା ଅମିତ ରୋହିଦାସଙ୍କ…

Read More