ଦୀର୍ଘ ସ୍ଥାୟିତ୍ୱ ଓ ମାନବ ଅଧିକାର ପ୍ରତି ଟାଟା ଷ୍ଟିଲ୍ ଦୃଢ ପ୍ରତିବଦ୍ଧ

ଭୁବନେଶ୍ୱର, ୭/୭/୨୦୨୫: ଟାଟା ଷ୍ଟିଲ୍ ପକ୍ଷରୁ ମୂଲ୍ୟବୋଧ ନୀତି ଆଧାରରେ ମାନବ ଅଧିକାର ଓ ପରିବେଶ ଉପଯୋଗୀ ପଦକ୍ଷେପ ଉପରେ ଗୁରୁତ୍ୱ ଦିଆଯାଇ ବ୍ୟବସାୟ ଅଭ୍ୟାସକୁ ନୂଆ ଆକାର ପ୍ରଦାନ କରାଯାଉଛି। ସହଭାଗୀମାନଙ୍କ ସହ ଆଲୋଚନା ଜରିଆରେ ପରିବେଶ ଅନୁକୂଳ ଦିଗରେ ଦୀର୍ଘ ମିଆଦି ରଣନୀତି ପ୍ରସ୍ତୁତ କରାଯାଇ ସାମାଜିକ ଓ ପରିବେଶ ପ୍ରତି କମ୍ପାନିର ପ୍ରତିବଦ୍ଧତାକୁ ପ୍ରାଥମିକତାର ସହ ସମାଧାନ କରାଯାଉଛି। କାର୍ଯ୍ୟକ୍ଷେତ୍ରରେ ପରିବେଶ ପ୍ରଦୂଷଣ ହ୍ରାସ କରିବା ପାଇଁ ଟାଟା ଷ୍ଟିଲ୍ ପକ୍ଷରୁ ଅନେକ…

Read More