
IND Vs SA 2nd Test ; ଅଷ୍ଟ୍ରେଲିଆ , ଇଂଲଣ୍ଡ ପରେ ଦକ୍ଷିଣ ଆଫ୍ରିକାରେ ବୋଲିଂର ଯାଦୁ ଦେଖାଇଲେ ମହମ୍ମଦ ସିରାଜ …
ମହମ୍ମଦ ସିରାଜ ଦକ୍ଷିଣ ଆଫ୍ରିକାକୁ ନିଜ ଘରେ ଧୂଳି ଚଟାଇଛନ୍ତି । ଆଫ୍ରିକା ବିପକ୍ଷ ଦ୍ବିତୀୟ ଟେଷ୍ଟରେ ସିରାଜଙ୍କ ୬ଟି ୱିକେଟ୍ ବଳରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ନିଜ ଘରୋଇ ମାଟିରେ ପ୍ରଥମ ଇନିଂସରେ ୫୫ ରନରେ ରୋକିବାରେ ସଫଳ ହୋଇଛି । ସିରାଜଙ୍କ ବିଦେଶରେ ଏମିତି ପ୍ରଦର୍ଶନ ପ୍ରଥମ ନୁହେଁ। ଏହା ପୂର୍ବରୁ ସେ ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ୱେଷ୍ଟଇଣ୍ଡିଜ୍ ଭଳି ଦେଶରେ ନିଜ ବୋଲିଂର ଯାଦୁ ଦେଖାଇସାରିଛନ୍ତି । ଏହା ପୂର୍ବରୁ ସିରାଜ…