କୌଣସି କାମ ଛୋଟ କିମ୍ବା ବଡ଼ ନୁହେଁ, ଯୁବଶକ୍ତିଙ୍କ ଦ୍ୱାରା ହିଁ ଭାରତ ଦୁନିଆର ୧ ନମ୍ବର ଦେଶ ହେବ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, – କୌଣସି କାମ ଛୋଟ କିମ୍ବା ବଡ ନୁହେଁ, ଯୁବଶକ୍ତିଙ୍କ କାନ୍ଧରେ ହିଁ ଭାରତ ଦୁନିଆର ୧ ନମ୍ବର ଦେଶ ହେବ ବୋଲି ରବିବାର ନୂଆଦିଲ୍ଲୀ ଠାରେ ସଂକଳ୍ପ ପରିବାର ଦ୍ୱାରା ଆୟୋଜିତ ଗୁରୁ ସମ୍ମାନ ଏବଂ ଅଂଶଗ୍ରହଣକାରୀ ଅଭିନନ୍ଦନ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମାରୋହରେ ଉପସ୍ଥିତ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା-୨୦୨୨ରେ ସଫଳତା ପାଇଥିବା ଯୁବସାଥୀଙ୍କୁ ଶୁଭେଚ୍ଛା ଜଣାଇବା ସହ କେନ୍ଦ୍ରମନ୍ତ୍ରୀ…

Read More