୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବା ନେଇ ଦାବି ଉପସ୍ଥାପନ କଲା ଭାରତ

ନୂଆଦିଲ୍ଲୀ: ଏକ ସୂତ୍ରରୁ ଜଣାପଡିଛି ଯେ ୨୦୩୬ ଅଲିମ୍ପିକ୍ସ ଓ ପାରା ଅଲିମ୍ପିକ୍ସ ଆୟୋଜନ କରିବା ପାଇଁ ଭାରତ ନିଜର ଦାବି ଉପସ୍ଥାପନ କରିଛି । ଅକ୍ଟୋବର ୧ ରେ ଭାରତୀୟ ଅଲିମ୍ପିକ୍ ସଂଘ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି)କୁ ଆନୁଷ୍ଠାନିକ ଭାବେ ଚିଠି ପ୍ରଦାନ କରିଥିବା ଜଣାପଡ଼ିଛି । ତେବେ ଏହି ଅଲିମ୍ପିକ୍ସ ଆୟୋଜନ ପାଇଁ ଭାରତ ଏକମାତ୍ର ଦାବିଦାର ନୁହେଁ, ତୁର୍କୀ, ଇଣ୍ଡୋନେସିଆ, ଚିଲି ପ୍ରଭୃତି ଦେଶ ଏଥିପାଇଁ ଦାବି ଉପସ୍ଥାପନ କରିଛନ୍ତି ।…

Read More